କରୋନା ସଂକ୍ରମଣ ମସ୍ତିଷ୍କ ଉପରେ ପକାଉଛି ପ୍ରଭାବ: ଏମ୍ସ

ନୂଆଦିଲ୍ଲୀ,୨୦ ।୧୦: କରୋନା ସଂକ୍ରମଣ ପରେ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ପାଖରେ ଆହୁରି କିଛି ଶାରୀରିକ ସମସ୍ୟା ଦେଖାଯାଉଛି ବୋଲି ପୂର୍ବରୁ କରାଯାଇଥିବା କିଛି ଗବେଷଣାରୁ ଜଣାପଡିଥିଲା । ଏବେ ନୂଆଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏମ୍ସ) ଯେଉଁ ତଥ୍ୟ ଦେଇଛି ତାହା ପୁଣି ସମସ୍ତଙ୍କୁ ଅଡୁଆରେ ପକାଇଛି । ଏମ୍ସ କହିଛି କରୋନା ସଂକ୍ରମଣ ଯୋଗୁ ମସ୍ତିଷ୍କର ସ୍ନାୟୁ କ୍ଷତିଗ୍ରସ୍ତ ହେଉଛି । ନିକଟରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି । ୧୧ ବର୍ଷୀୟ ଜଣେ ଶିଶୁ କରୋନା ସଂକ୍ରମିତ ହେବା ପରେ ତାଙ୍କ ମସ୍ତିଷ୍କର ସ୍ନାୟୁ କ୍ଷତିଗ୍ରସ୍ତ ହେବା ପରେ ତାଙ୍କ ଦୃଷ୍ଟିଶକ୍ତି କମ୍ ହୋଇ ଯାଇଛି । ଚାଇଲ୍ଡ ନ୍ୟୁରୋଲୋଜି ଡିଭିଜନର ଡାକ୍ତର ଶିଶୁଟିର ସ୍ୱାସ୍ଥ୍ୟକୁ ନେଇ ଏକ ରିପୋର୍ଟ ପ୍ରସ୍ତୁତ କରୁଛନ୍ତି । ଯାହାକୁ ଖୁବ୍‌ଶୀଘ୍ର ପ୍ରକାଶ କରାଯିବାକୁ ଯୋଜନା କରାଯାଇଛି । ତେବେ ଏହା ପ୍ରଥମ ଘଟଣା ବୋଲି ଚିକିତ୍ସକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri