କରୋନା ସଂକ୍ରମିତଙ୍କ ଚିକିତ୍ସା କରିଥିବା ୬୩ ପ୍ରତିଶତ ଡାକ୍ତର-ନର୍ସ ହୋଇଛନ୍ତି ମାନସିକ ରୋଗଗ୍ରସ୍ତ !

ବେଜିଂ,୫ ।୪: ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି । ତେବେ ଉହାନରେ ସଂକ୍ରମିତଙ୍କ ଚିକିତ୍ସା କରିଥିବା ୬୩ ପ୍ରତିଶତ ଡାକ୍ତର ଏବଂ ନର୍ସ ମାନସିକ ରୋଗଗ୍ରସ୍ତ ହୋଇଥିବା କୁହାଯାଉଛି । କମ୍ ସମୟ ମଧ୍ୟରେ ହଜାର ହଜାର ସଂକ୍ରମିତଙ୍କ ମୃତ୍ୟୁ ଭେଣ୍ଟିଲେଟରରେ ହେଉଥିବାର ଦେଖି ସେମାନଙ୍କ ମାନସିକସ୍ଥିତି ଉପରେ ନକରାତ୍ମକ ପ୍ରଭାବ ପଡ଼ିଥିବା କୁହାଯାଉଛି । ଏବେ କରୋନା ସଂକ୍ରମିତଙ୍କ ଚିକିତ୍ସା କରିଥିବା ୧୭.୫ ପ୍ରତିଶତ ଡାକ୍ତର ଏବଂ ନର୍ସ ମନୋଚିକିତ୍ସକଙ୍କ ପାଖକୁ ଯାଇଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି । ଉହାନରେ ୯୯୪ ଜଣ ଡାକ୍ତର ଏବଂ ନର୍ସଙ୍କ ଉପରେ ହୋଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡ଼ିଛି । ସେମାନଙ୍କୁ ସ୍ୱାଭାବିକ କରିବା ପାଇଁ ଏବେ ଚାଇନା ସରକାର ଗୁରୁତ୍ୱ ଦେଉଥିବା କୁହାଯାଉଛି । କିଭଳି ପୁଣି ଡାକ୍ତର-ନର୍ସମାନେ ପୂର୍ବପରି ଚିନ୍ତାମୁକ୍ତ ଭାବେ ନିଜ କାର୍ଯ୍ୟକ୍ଷେତ୍ରରେ ଯୋଗଦେବେ ତାହାର ଉଦ୍ୟମ ଅବ୍ୟାହତ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri