କରୋନା ସଂକ୍ରମିତଙ୍କ ସଂଖ୍ୟା: ଭାରତରେ ୯୦୮, ରାଜ୍ୟରେ ବଢ଼ିନାହିଁ

ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତ ରାଷ୍ଟ୍ର ସଂଖ୍ୟା ୧୯୯ରେ ପହଞ୍ଚିଛି। ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୫ଲକ୍ଷ ୩୭ହଜାର ୧୭୧ ଥିବା ବେଳେ ଶନିବାର ଏହା ୬ଲକ୍ଷ ୧ ହଜାର ୫୨୦ରେ ପହଞ୍ଚିଛି। ଏଥିରେ ଶୁକ୍ରବାର ୨୪,୧୨୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଶନିବାର ସଂଖ୍ୟା ୨୭,୪୪୧ରେ ପହଞ୍ଚିଛି। ଭାରତରେ ଏହା ୭୫୩ରୁ ଶନିବାର ୯୦୮ରେ ପହଞ୍ଚିଛି। ହେଲେ ମୃତକଙ୍କ ସଂଖ୍ୟା ୨୦ ରହିଛି ବୋଲି ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri