କରୋନା ସଙ୍କଟରେ ପୃଥିବୀ: ତୃତୀୟ ବିଶ୍ୱଯୁଦ୍ଧ ପାଇଁ ରୁଷ୍‌ର ପ୍ରସ୍ତୁତି ଆରମ୍ଭ

ମସ୍କୋ,୨।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁରାଷ୍ଟ୍ରର ବୈଜ୍ଞାନିକ ନାନା ପ୍ରକାର ଗବେଷଣା ଜାରି ରଖିଛନ୍ତି। ଏପରିସ୍ଥଳେ ଚାଇନା ଏବଂ ଆମେରିକା ମଧ୍ୟରେ ନୂଟନୈତିକ ସମ୍ପର୍କ ଖରାପ ହେବାରେ ଲାଗିଛି। ଏଭଳି ସ୍ଥିତି ଜାରି ରହିଲେ ହୁଏତ ଆଗାମୀ ଦିନରେ ଆମେରିକା ଚାଇନା ମଧ୍ୟରେ ଯୁଦ୍ଧ ହେବାର ଆଶଙ୍କା ଥିତ୍ବା ନେଇ ଚର୍ଚ୍ଚା ହେଉଛି। ଚାଇନା ସାଇବର ଯୁଦ୍ଧ ପାଇଁ ପ୍ରସ୍ତୁତି ଆରମ୍ଭ କରିଥିବାବେଳେ ଆସନ୍ତା ୫ ବର୍ଷ ମଧ୍ୟରେ ସୁପର ପାଓ୍ବାର ହେବାର ଆଶା ରଖିଛି। ସେହିପରି ଆମେରିକା ମଧ୍ୟ ପ୍ରସ୍ତୁତି ଜାରି ରଖିଛି। ଆମେରିକା ଏବଂ ଚାଇନାର ଏଭଳି ପ୍ରସ୍ତୁତି ହୁଏତ ଆଗାମୀ ଦିନରେ ତୃତୀୟ ବିଶ୍ୱଯୁଦ୍ଧର କାରଣ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଏହି ଦୁଇ ଦେଶର ଆକ୍ରମଣାତ୍ମକ ଆଭିମୁଖ୍ୟ ଦେଖି ରୁଷ୍‌ ପ୍ରସ୍ତୁତି ଆରମ୍ଭ ରହିଛି। ସମ୍ପ୍ରତି ରୁଷ୍‌ ପୃଥିବୀର ସର୍ବବୃହତ୍‌ ବୋମାର ଡିଜାଇନିଂ କରିଛି। ଏହି ବୋମାକୁ ରୁଷ୍‌ର ସ୍କିଫ୍‌ ମିଜାଇଲ୍‌ରେ ସ୍ଥାପନ କରାଯିବ ବୋଲି କୁହାଯାଉଛି। ଅନ୍ତର୍ଜାତୀୟସ୍ତରରେ ହେଉଥିବା ଆଲୋଚନାକୁ ଦୃଷ୍ଟିରେ ରଖି ରୁଷ୍‌ କହିଛି ଯେ, ଏହି ବୃହତକାୟ ବୋମା ଦେଶର ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରାଯିବା ଲାଗି ନିର୍ମାଣ କରାଯିବ। ବୋମାର ନିର୍ମାଣ କାର୍ଯ୍ୟ ନେଇ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଅବଗତ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

ମଙ୍ଗଳ ଗ୍ରହରେ ହୋଇଥିଲା ପ୍ରଳୟଙ୍କରୀ ବନ୍ୟା, ବଦଳିଥିଲା ରୂପରେଖ

ୱାଶିଂଟନ,୧୮ା୫: ବର୍ତ୍ତମାନର ଶୁଷ୍କ ଓ ଧୂଳିଝଡ଼ରେ ଆବୃତ ମଙ୍ଗଳ ଗ୍ରହ ଦିନେ ପାଣିରେ ଭରପୂର ଥିଲା। ପ୍ରାୟ ୩୫୦ କୋଟି ବର୍ଷ ପୂର୍ବେ ଏହି ଲାଲ ଗ୍ରହରେ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri