କରୋନା ସଙ୍କଟ: ୪୦,୦୦୦ କଏଦୀଙ୍କୁ ମିଳିଛି ଅସ୍ଥାୟୀ ଜାମିନ

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ଦେଶର ବିଭିନ୍ନ ଜେଲରେ ରହିଥିବା କଏଦୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ସେମାନଙ୍କୁ
ମୁକ୍ତ କରିବା ଲାଗି ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶ ଅନୁସାରେ ଇତିମଧ୍ୟରେ କେତେକ ରାଜ୍ୟ ସରକାରଙ୍କ ପକ୍ଷରୁ ୪୦,୦୦୦ କଏଦୀଙ୍କୁ ଅସ୍ଥାୟୀ ଜାମିନ ଦିଆଯାଇଛି। ମହାରାଷ୍ଟ୍ରରେ ୭,୨୦୦ ଜଣ କଏଦୀଙ୍କୁ ଅସ୍ଥାୟୀ ଜାମିନ ମିଳିଥିବାବେଳେ ଖୁବ୍‌ ଶୀଘ୍ର ଅନ୍ୟ ୧୦,୦୦୦ଙ୍କୁ ଜାମିନ୍‌ ମିଳିବ। ମଧ୍ୟପ୍ରଦେଶର ୬,୫୦୦ଜଣ ଏବଂ ପଞ୍ଜାବରେ ୧୦,୦୦୦ କଏଦୀଙ୍କୁ ଜାମିନ ମିଳିଛି। ସେହିପରି ତାମିଲନାଡୁର ୬,୦୦୦,ପଶ୍ଚିମବଙ୍ଗର ୩,୦୦୦, ଗୁଜରାଟର ୨,୫୦୦, ଆସାମରେ ୩,୫୦୦, ଛତିଶଗଡ଼ରେ ୩,୪୧୮ ଏବଂ ଗୋଆରେ ୪୪ ଜଣ କଏଦୀଙ୍କ ଜାମିନ୍‌ ମଞ୍ଜୁର ହେବା ପରେ ତାଙ୍କୁ ମୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri