କରୋନା ସଚେତନତା: ଚୌଦ୍ୱାର ଡାଳିଯୋଡ଼ା ସାହିତ୍ୟ ସଂସଦ ପକ୍ଷରୁ ମାସ୍କ ବଣ୍ଟନ

ଚୌଦ୍ୱାର,୧୮ା୪(ଡି.ଏନ୍‌.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କଟକ ଜିଲା ଚୌଦ୍ୱାର ଡାଳିଯୋଡା ସାହିତ୍ୟ ସଂସଦ ପକ୍ଷରୁ ପଥଚାରୀଙ୍କୁ ମାସ୍କ ବଣ୍ଟନ କରାଯାଉଛି। ୫୫ ନଂ. ଜାତୀୟ ରାଜପଥର ଚୌଦ୍ୱାର ଥାନା ସମ୍ମୁଖରେ ସଂସଦର କର୍ମକର୍ତ୍ତାମାନେ ବିନା ମାସ୍କରେ ଚଳପ୍ରଚଳ କରୁଥିବା ପଥଚାରୀ, ବାଇକ ଚାଳକ , ପୋଲିସ କର୍ମଚାରୀ ଓ ଥାନାକୁ ଆସୁଥିବା ଲୋକଙ୍କୁୁ ମାସ୍କ ପ୍ରଦାନ କରୁଛନ୍ତି। ଏଥିସହ ମାସ୍କ ବ୍ୟବହାରର ଉପକାରିତା ଓ ସାମାଜିକ ଦୂରତା ଅବଲମ୍ବନ କରିବା ଦିଗରେ ସଚେତନ କରାଉଛନ୍ତି। ସେହିପରି ବିରାଟବଜାର ଠାରେ କର୍ତ୍ତବ୍ୟରତ ପୋଲିସ କର୍ମଚାରୀ, ପଥଚାରୀ ଓ ବୁଲା ବିକାଳୀଙ୍କୁ ମଧ୍ୟ ମାସ୍କ ବଣ୍ଟନ କରିଛନ୍ତି। ଚୌଦ୍ୱାର ଥାନା ବରିଷ୍ଠ ନାଗରିକ ଆସିଷ୍ଟାଣ୍ଡ ନୋଡାଲ ଅଫିସର ରବିନ୍ଦ୍ର କୁମାର ମୁର୍ମୁ, ସଂସଦର ଶ୍ରୀନିବାସ ବେହେରା,କେ.ସି.ପ୍ରତାପ ସିଂହ,ବିଶ୍ୱକଲ୍ୟାଣ ଦାସ, କର୍ମକର୍ତ୍ତା ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri