କରୋନା ସଚେତନତା: ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା (କୋଭିଡ-୧୯)କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ତୁରନ୍ତ ସମସ୍ତ ପ୍ରକାର ନିର୍ମାଣ କାର୍ଯ୍ୟ ବନ୍ଦ କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି। କେବଳ ସ୍ବାସ୍ଥ୍ୟ ଏବଂ କୋଭିଡ-୧୯ ସମ୍ବନ୍ଧୀୟ କାର୍ଯ୍ୟ ଜାରି ରହିବ। ମାତ୍ର ଅନ୍ୟ ସମସ୍ତ ନିର୍ମାଣ କାର୍ଯ୍ୟ ଉପରେ କଟକଣା ଜାରି କରାଯାଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ମହାମାରୀ ରୋଗ ଆଇନ ୧୯୯୭ ଏବଂ ଓଡ଼ିଶା କୋଭିଡ-୧୯ ରେଗୁଲେଶନ ୨୦୨୦ କରୋନା ଭୂତାଣୁ ପ୍ରତିରୋଧ ବ୍ୟବସ୍ଥା ଅନୁଯାୟୀ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ଯଦି ଏ ନେଇ କୌଣସି ସନ୍ଦେହ ରହିବ ତେବେ ରାଜ୍ୟ ସରକାର ଆବଶ୍ୟକ ନିର୍ଦ୍ଦେଶନାମା ଜାରି କରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri