କରୋନା ସଚେତନତା: ହାତ ଧୋଇ ଥାନା ଭିତରକୁ ପ୍ରବେଶ ପାଇଁ ଅନୁଗୋଳ ଏସ୍‌ପିଙ୍କ ନିର୍ଦ୍ଦେଶ

ଛେଣ୍ଡିପଦା, ୧୭।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପରିସରରେ ମଙ୍ଗଳବାର ହାତଧୁଆ ବ୍ୟବସ୍ଥା କରାଯିବା ସହିତ କରୋନା ସଚେତନତା ବର୍ତ୍ତା ଦିଆଯାଉଛି। ଅନୁଗୋଳ ଆରକ୍ଷୀ ଅଧୀକ୍ଷକ ଜଗମୋହନ ମୀନାଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ଛେଣ୍ଡିପଦା ଥାନା ଅଧିକାରୀ କନକ ମାଝିଙ୍କ ତତ୍ତ୍ୱାବଧାନରେ ଥାନାକୁ ଆସୁଥିବା ପ୍ରତ୍ୟେକ କର୍ମଚାରୀ ଓ ଅଭିଯୋଗକାରୀ ପ୍ରଥମେ ହାତ ଧୋଇ ଥାନା ଭିତରକୁ ପ୍ରବେଶ କରିବା ପାଇଁ ସଚେତନ କରିବା ସହିତ କରୋନା ଭୂତାଣୁ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ହାତଧୁଆର ଠିକ ବ୍ୟବସ୍ଥା ସମ୍ପର୍କରେ ବୁଝାଯାଉଛି। ଏପରି କି ଥାନାର ସମସ୍ତ କର୍ମଚାରୀ ମୁହଁରେ ମାସ୍କ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି। କରୋନା ସଂକ୍ରମଣ ରୋକିବା ପାଇଁ ଦୁଇଟି ଗାଡିରେ ଡାକବାଜି ଯନ୍ତ୍ର ମାଧ୍ୟମରେ ପ୍ରତ୍ୟେକ ଗ୍ରାମ ବୁଲି ସଚେତନ ରହିବା ପାଇଁ ପରାମର୍ଶ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଚାଖିବ ଭିଏତନାମ ଡୁରିଆନ, ଦୁଇ ଦେଶ ମଧ୍ୟରେ ୧୦ ଚୁକ୍ତିନାମା

ନୂଆଦିଲ୍ଲ,୬ା୫: ଭାରତ ଏବଂ ଭିଏତନାମ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ ହେବାକୁ ଯାଉଛି । ରାଷ୍ଟ୍ରପତି ଟୋ ଲାମଙ୍କ ଭାରତ ଗସ୍ତ ପରେ – ତାଙ୍କ ନିର୍ବାଚନର…

ତାମିଲନାଡ଼ୁରେ ସରକାର ଗଢ଼ିବେ ଥଲାପତି ବିଜୟ, ରାଜ୍ୟପାଳଙ୍କୁ ଭେଟିଲେ TVK ମୁଖ୍ୟ

ଚେନ୍ନାଇ,୬।୫:  ବୁଧବାର ଦିନ ତାମିଲନାଡୁ ରାଜନୀତିରେ ଏକ ବଡ଼ ମୋଡ଼ ଦେଖିବାକୁ ମିଳିଛି । ସୁପରଷ୍ଟାର ଥଲାପତି ବିଜୟଙ୍କ ଦଳ ଟିଭିକେକୁ ସରକାର ଗଠନ ପାଇଁ ଭାରତୀୟ…

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…

ପେଟ୍ରୋଲ, ଡିଜେଲ ଅଭାବ: ଲୋକଙ୍କ ଲମ୍ବା ଧାଡ଼ି

ନବରଙ୍ଗପୁର,୬।୫(ସଦାଶିବ ପ୍ରହରାଜ): ପେଟ୍ରୋଲ ଓ ଡିଜେଲ ଆଧୁନିକ ଜୀବନର ମୂଳ ଶକ୍ତିସ୍ରୋତ। ଏହାର ଅଭାବ କେବଳ ଯାତାୟାତକୁ ନୁହେଁ, ଚାଷୀ, ବ୍ୟବସାୟୀ ଓ ସାଧାରଣ ଲୋକଙ୍କ ଦୈନିକ…

ଧମାକା କରିବେ ସଲମାନ: ସାରା ବିଶ୍ୱରେ ପକାଇବ ପ୍ରଭାବ

ବଲିଉଡର ‘ସୁଲତାନ’ ସଲମାନ ଖାନ୍‌ ଧମାକା କରିବାକୁ ଯାଉଛନ୍ତି। ପ୍ରଖ୍ୟାତ ନିର୍ଦ୍ଦେଶକ ଯୋଡ଼ି ରାଜ ଏବଂ ଡିକେଙ୍କ ସହ ମିଶି ସେ ମନୋରଞ୍ଜନ ଶିଳ୍ପରେ ଏକ ନୂତନ…

ତାମିଲନାଡୁରେ ଲାଗିବ ରାଷ୍ଟ୍ରପତି ଶାସନ? ବିଜୟଙ୍କ ବଢିଲା ଟେନଶନ

ଚେନ୍ନାଇ,୬।୫: ତାମିଲନାଡୁର ସମଗ୍ର ରାଜନୈତିକ ଦୃଶ୍ୟପଟ ପରିବର୍ତ୍ତନ ହୋଇଛି। ଥାଲାପଥି ବିଜୟଙ୍କ ଦଳ, ଟିଭିକେର ବିଜୟ ପ୍ରାୟ ଛଅ ଦଶନ୍ଧି ଧରି ରାଜ୍ୟରେ ରହିଥିବା ରାଜନୈତିକ ସମୀକରଣକୁ…

ତାମିଲନାଡୁରେ ବିଜୟଙ୍କ ଦଖଲ ପରେ ପବନ କଲ୍ୟାଣଙ୍କ ବଡ଼ ବୟାନ, ମାଟିରେ ମିଶିଯିବ…ରାଜନୀତିରେ ଝଡ

ଚେନ୍ନାଇ,୬।୫: ତାମିଲନାଡୁର ରାଜନୈତିକ ଦୃଶ୍ୟପଟରେ, ବିଧାନସଭା ନିର୍ୱାଚନର ଫଳାଫଳ ପରେ ବୟାନବାଜିର ଏକ ଝଡ଼ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଏବଂ ଜନସେନା…

ଏହି ଦିନ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଜୟ! ସାମ୍‌ନାକୁ ଆସିଲା ତାରିଖ

ଚେନ୍ନାଇ,୬।୫: ତାମିଲନାଡୁ ନିର୍ବାଚନରେ ବିପୁଳ ବିଜୟ ପରେ ଥଲାପଥି ବିଜୟ ମୁଖ୍ୟମନ୍ତ୍ରୀ ହେବାର ସମ୍ଭାବନା ଅଛି। ନବନିର୍ବାଚିତ ଟିଭିକେ ଦଳର ବିଧାୟକମାନେ ମଙ୍ଗଳବାର ଦିନ ବୈଠକ କରିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri