କରୋନା ସତର୍କତା: ଶୂନ୍‌ଶାନ ବନ୍ତଳା ସାପ୍ତାହିକ ହାଟ

ବନ୍ତଳା,୧୮।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ଅଧୀନ ବନ୍ତଳା ସାପ୍ତାହିକ ହାଟକୁ ପୋଲିସ ବୁଧବାର ଭୋର ସମୟରେ ବନ୍ଦ କରିଛି। ସମସ୍ତ ଚାଷୀ ଓ ବେପାରୀମାନଙ୍କୁ ଫେରାଇ ଦେବା ସହ ଚାଷୀମାନେ ନିଜ ଗ୍ରାମ କିମ୍ବା ଜନଗହଳି ନ ଥିବା ସ୍ଥାନରେ ବିକ୍ରି କରିବା ପାଇଁ ସଚେତନ କରାଇଛି। ତେବେ ଅଞ୍ଚଳରେ ସମସ୍ତ ଚାଷୀ ଏହି ହାଟ ଉପରେ ନିର୍ଭର କରି ଚଳୁଛନ୍ତି। କିନ୍ତୁ କରୋନା ପାଇଁ ସାଧାରଣ ଲୋକ ସଚେତନ ହୋଇ ଫେରି ଯାଇଥିବା ବେଳେ ଚାଷୀମାନେ ପୋଲିସକୁ ମଧ୍ୟ ସହଯୋଗ କରିଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ…

ଗୁରୁଣ୍ଡିଆରେ ବାଘ ଆତଙ୍କ: ପାଦ ଚିହ୍ନ ଦେଖିବା ପରେ ଲୋକଙ୍କ ମନରେ କୋକୁଆ ଭୟ

ସୁନ୍ଦରଗଡ,୧୫।୭ (ଦିଲ୍ଲୀପ କୁମାର ଭାରତୀ): ସୁନ୍ଦରଗଡ ଜିଲା ବଣେଇ ବନଖଣ୍ଡ ଅନ୍ତର୍ଗତ ତାମଡା ରେଞ୍ଜ ଅଧୀନସ୍ଥ ଗୁରୁଣ୍ଡିଆ ଠାରେ ବାଘ ଆତଙ୍କ । ଘଟଣାରୁ ପ୍ରକାଶ ଯେ,ଗୁରୁଣ୍ଡିଆ…

୩ ରଥକୁ ଆଜ୍ଞାମାଳ ବିଜେ

ପୁରୀ,୧୫ା୭: ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ପାଳିଆ…

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ/ ସଂକେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ…

ମା’ ବାପାଙ୍କ ସହ ଘରେ ଶୋଇଥିବାବେଳେ କାମୁଡିଲା ସାପ, ଚାଲିଗଲା ସମରତଙ୍କ ଜୀବନ

କୁତ୍ରା ୧୫।୭( ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ କନ୍ଦେଇମୁଣ୍ଡା ପାହାଡ଼ଟୋଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ୪ ବର୍ଷର ନାବାଳକଙ୍କ ମୃତ୍ୟୁ ଘଟିଥିବାରୁ…

ନୂତନ ପରିଚାଳନା କମିଟି ଗଠନ: ସଭାପତି,ଉପସଭାପତି ଭାବେ ଚୟନ ହେଲେ…

ଗଞ୍ଜାମ,୧୫।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ଷ୍ଟେଶନ ରୋଡ଼ ପାର୍ଶ୍ୱରେ ଥିବା ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ପରିଚାଳନା କମିଟି ଗଠନ ହୋଇଛି । ବିଦ୍ୟାଳୟ…

କାର ଭିତରୁ ରାଇଫଲ ସହ ୯୩ ହଜାର ଜବତ: ୩ ଜଣଙ୍କୁ କୋର୍ଟଚାଲାଣ

କେସିଙ୍ଗା,୧୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପୋଲିସ ଚେକିଂ ଚାଲିଥିବା ସମୟରେ ଗତକାଲି ଏକ ବେଆଇନ ଦେଶୀ ବନ୍ଧୁକ ସହ ୯୩ ହଜାର ଜବତ ହୋଇଛି। ଏହି…

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri