କରୋନା ସମ୍ପର୍କରେ ତାଲିମ ଦେଲେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସଂଯୋଜକ

ଟିଟିଲାଗଡ଼, ୨।୫ (ଡି.ଏନ.ଏ): ବଲାଙ୍ଗୀର ଜିଲା ଲିଖରିଆରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛି। ଏନେଇ ପ୍ରଶାସନିକ ତପତ୍ରତା ଆରମ୍ଭ ହୋଇଛି। ଶନିବାର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ଜୋନାଲ ସଂଯୋଜକ ଡା. ନିଶିନ୍ତ ରଞ୍ଜନ ଦାଶ ଟିଟିଲାଗଡରେ ପହଞ୍ଚି ପ୍ରଶାସନିକ ଓ ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଟିଟିଲାଗଡ ଉପଖଣ୍ଡ ମୁଖ୍ୟ ଡାକ୍ତରଖାନା ସଭାଗୃହରେ ଡା. ଦାଶ ଉପଖଣ୍ଡ ଅନ୍ତର୍ଗତ ସମସ୍ତ ସ୍ବାସ୍ଥ୍ୟ ଅଧିକାରୀଙ୍କୁ କରୋନା ସମ୍ବନ୍ଧୀୟ ବିଭିନ୍ନ ବିଷୟରେ ତାଲିମ ପ୍ରଦାନ କରିଥିଲେ। ସମ୍ଭାବ୍ୟ ପରିସ୍ଥିତିରେ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ଦାୟିତ୍ୱ ସମ୍ପର୍କରେ ତାଲିମ ପ୍ରଦାନ କରିଥିଲେ। ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ ଡା. ସୁଜାତାରାଣୀ ମିଶ୍ର, ଟିଟିଲାଗଡ ରେଲବାଇ ଏଡିଏମଓ ଡା. ରଘୁନାଥ ପଣ୍ଡାଙ୍କ ସହ ଉପଖଣ୍ଡ ଅନ୍ତର୍ଗତ ବିଭିନ୍ନ ଚିକିତ୍ସାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri