କରୋନା ସହାୟତା: ଅଙ୍ଗନଓ୍ବାଡି ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ସୋନପୁର,୧୬।୪(ନି.ପ୍ର.): କରୋନା ମହାମାରୀର ମୁକାବିଲା କରିବା ପାଇଁ ଅଲ୍‌ ଓଡିଶା ଅଙ୍ଗନଓ୍ବାଡି ଲେଡିଜ୍‌ ଓ୍ବାର୍କରସ ଆସୋସିଏଶନ ସୁବର୍ଣ୍ଣପୁର ଜିଲା ଶାଖା ୨ଲକ୍ଷ ୮୦ହଜାର ଟଙ୍କା ଦାନ କରିଛନ୍ତି। ଗୁରୁବାର ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ତାଙ୍କ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସଂଘର ସଭାନେତ୍ରୀ ମମତା ପଣ୍ଡା, ସମ୍ପାଦକ ପୁଷ୍ପାଞ୍ଜଳି ଦାଶ ଏହି ଚେକ୍‌ ପ୍ରଦାନ କରିଥିଲେ । ଜିଲା ସମାଜ ମଙ୍ଗଳ ଅଧିକାରିଣୀ ଆସ୍ତେରିଆ କେର୍କେଟାଙ୍କ ସମେତ ସଂଘର ସୌଭାଗ୍ୟ ମହାକୁର, ପଦ୍ମାବତୀ ଅଧିକାରୀ, ସୁକାନ୍ତୀ ଦାଶ, ରାଜେଶ୍ୱରୀ ପଟ୍ଟନାୟକ ଓ ଗୀତାଞ୍ଜଳି ପୂଜାହାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri