Posted inଖେଳ

କରୋନା ସହାୟତା: ଏକ ଲକ୍ଷ ଟଙ୍କା ଦେଲା ବେଙ୍ଗଲ ଟେନିସ ଆସୋସିଏଶନ

କୋଲକାତା, ୩୦।୩ (ପି.ଟି.)- କୋଭିଡ-୧୯ ମୁକାବିଲା ପାଇଁ ସ୍ଥାନୀୟ ବେଙ୍ଗଲ ଟେନିସ ଆସୋସିଏଶନ (ବିଟିଏ) ସୋମବାର ୧ ଲକ୍ଷ ଟଙ୍କା ଦାନ କରିଛି। ବେଙ୍ଗଲ ଅଲିମ୍ପିକ୍‌ ଆସୋସିଏଶନ ମାଧ୍ୟମରେ ଆସୋସିଏଶନ ଏହି ଅର୍ଥ ଦାନ କରିଛି ବୋଲି ବିଟିଏ ସମ୍ପାଦକ ମିହିର ମିତ୍ର କହିଛନ୍ତି। ପୂର୍ବରୁ କ୍ରିକେଟ ଆସୋସିଏଶନ ଅଫ ବେଙ୍ଗଲ (ସିଏବି) ୨୫ ଲକ୍ଷ ଟଙ୍କା ଦାନ କରିଛି। ସେହିପରି ଆଇ- ଲିଗ୍‌ ଚାମ୍ପିୟନ ମୋହନ ବାଗାନ ମଧ୍ୟ ୨୦ ଲକ୍ଷ ଟଙ୍କା ରାଜ୍ୟ ରିଲିଫ ଫଣ୍ଡକୁ ଦାନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ନବରାତ୍ରୀରେ ବିରଳ ସଂଯୋଗ: ସିଂହ, ତୁଳା ସମେତ ୫ ରାଶି ଉପରେ ଧନବର୍ଷା! ମିଳିବ ବଡ଼ ଚାକିରିର ଅଫର୍‌

ଶାରଦୀୟ ନବରାତ୍ରୀର ପ୍ରତିପଦା ତିଥିରେ ସୂର୍ଯ୍ୟୋଦୟ ସମୟରେ ହସ୍ତା ନକ୍ଷତ୍ର ଏବଂ ଶୁକ୍ଳ ଯୋଗ ରହିବ। ବୃହସ୍ପତି ଓ ଚନ୍ଦ୍ରଙ୍କ ମଧ୍ୟରେ ଗଜକେଶରୀ ଯୋଗ ପ୍ରଭାବଶାଳୀ ରହିବ।…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ମଦଭାଟି ବିରୋଧରେ ମହିଳାଙ୍କ ମହାବିଦ୍ରୋହ: ଭାଙ୍ଗିଲେ ଭାଟି

ଅମରପାଲି, ୧୦।୧୦ (ପୀତାମ୍ବର ସାହୁ): ମଦମୁକ୍ତ ଗାଁ ଗଠନ ଦାବିରେ ତେଜିଲା ଜନଆକ୍ରୋଶ। ମଦର କୁପ୍ରଭାବରେ ଗ୍ରାମର ସାମାଜିକ ପରିବେଶ ନଷ୍ଟ ହେଉଥିବା ଅଭିଯୋଗ କରି ଶେଷରେ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?