କରୋନା ସହାୟତା: ଡାବୁଗାଁ ଆଞ୍ଚଳିକ ବ୍ୟବସାୟୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩୧ ହଜାର ପ୍ରଦାନ

ଡାବୁଗାଁ, ୧୫।୪ (ଡି.ଏନ୍‌.ଏ.): କରୋନା ଭୂତାଣୁ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବିଭିନ୍ନ ମହଲରୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ଏହି କ୍ରମରେ ବୁଧବାର ନବରଙ୍ଗପୁର ଜିଲା ଡାବୁଗାଁ ଆଞ୍ଚଳିକ ବ୍ୟବସାୟୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରାଯାଇଛି। ବୁଧବାର ସଂଘର କାର୍ଯ୍ୟକର୍ତ୍ତାମାନେ ତହସିଲଦାରଙ୍କ କାର୍ଯ୍ୟାଳୟକୁ ଯାଇ ଡାବୁଗାଁ ତହସିଲଦାର ସୁବାସ ଚନ୍ଦ୍ର ସିଂଙ୍କୁ ୩୧୦୦୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ଏଥିରେ ସଂଘ ସଭାପତି ଶିବପ୍ରସାଦ ମିଶ୍ର, ସମ୍ପାଦକ ସୁବ୍ରତ ପରିଡ଼ା, କୋଷାଧ୍ୟକ୍ଷ ମଦନ ବେହେରା, ପୀତାମ୍ବର ଜେନା, ସୂର୍ଯ୍ୟନାରାୟଣ ସୁବୁଦ୍ଧି, ସୁବାସ ଚନ୍ଦ୍ର ପାଣିଗ୍ରାହୀ, ଶଙ୍କର ସୁବୁଦ୍ଧି, ପ୍ରଶାନ୍ତ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…

ଚାଉଳ ବଣ୍ଟନ ସମସ୍ୟା ନେଇ ବଡ଼ କଥା କହିଲେ ମନ୍ତ୍ରୀ, ଏଣିକି….

ଭୁବନେଶ୍ୱର, ୧।୮: ରାଜ୍ୟରେ ସରକାରୀ ଚାଉଳ ବଣ୍ଟନକୁ ନେଇ କୌଣସି ସମସ୍ୟା ନଥିବା ସ୍ପଷ୍ଟ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଚାଉଳ ବଣ୍ଟନକୁ…

ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ; ରାଷ୍ଟ୍ରପତି ଦେଲେ ଅନୁମୋଦନ

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ‘ସାର୍ବଜନୀନ…

ଜାରକା ପୋଲିସ ବିଟ୍‌ ହାଉସ୍‌ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ

ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍‌ ହାଉସ୍‌ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ…

କୁଲଗାମ ଆତଙ୍କବାଦୀ ଆକ୍ରମଣ: ପ୍ରଥମେ ନାମ ପଚାରିଲେ, ତା’ପରେ ଦୁଇ ହିନ୍ଦୁଙ୍କୁ ଗୁଳି କଲେ!

ନୂଆଦିଲ୍ଲୀ,୧।୮: ଜମ୍ମୁ ଓ କଶ୍ମୀରର କୁଲଗାମରେ ଅଣ-ସ୍ଥାନୀୟ ଶ୍ରମିକମାନଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ବିସ୍ତାର କରିବାକୁ ଚେଷ୍ଟା କରିଛନ୍ତି। ଆତଙ୍କବାଦୀମାନେ ଛତିଶଗଡ଼ର ଦୁଇଜଣ…

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri