କରୋନା ସହାୟତା: ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ଲକ୍ଷ ୭୨ହଜାର ପ୍ରଦାନ

କେସିଙ୍ଗା, ୨୪।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୁଲତା ସମାଜ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୫୧ ହଜାର ଓ ମୁଖ୍ୟମନ୍ତ୍ରୀ ରିଲଫ ଫଣ୍ଡକୁ ୧ ଲକ୍ଷ ୨୧ ହଜାର ସମୁଦାୟ ୧ ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ କରାଯାଇଛି। ଚେକ୍‌ ଦ୍ୱାରା କେସିଙ୍ଗା ବିଡିଓ ପ୍ରଫୁଲ୍ଲ କୁମାର ଓଡ଼ୁଙ୍କ ମାଧ୍ୟମରେ ଶୁକ୍ରବାର ଏହା ପ୍ରଦାନ କରାଯାଇଛି। ଏଥିରେ କୁଲତା ସମାଜର ସଭାପତି ହୁକୁମ ଭୋଇ, ସମ୍ପାଦକ ଜିତେନ୍ଦ୍ର କୁମାର ପ୍ରଧାନ, କୋଷାଧକ୍ଷ ଅଶ୍ୱିନୀ କୁମାର ପ୍ରଧାନ, ବରିଷ୍ଠ ସଦସ୍ୟ ଚିତ୍ତ ରଞ୍ଜନ ଭୋଇ, ଦୋଳ ବିହାରୀ ପ୍ରଧାନ, ହୃଷିକେଶ ଗାଡ଼ତିଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri