ସାକ୍ଷୀଗୋପାଳ,୧୮।୪(ଡି.ଏନ୍.ଏ): କରୋନା ମୁକାବିଲା ଲାଗି ପୁରୀ ଜିଲା ସତ୍ୟବାଦୀ ବ୍ଲକ ବିଦ୍ୟାଧରପୁର ଗ୍ରାମବାସୀ ରାଜ୍ୟ କରୋନା ସାହାୟତା ପାଣ୍ଠିକୁ ୩୩ ହଜାର ୮୦ ଟଙ୍କା ଦାନ କରିଛନ୍ତି । ଗ୍ରାମବାସୀଙ୍କ ଠାରୁ ସଂଗୃହିତ ଉକ୍ତ ରାଶିକୁ ଓଡିଶା ଗ୍ରାମ୍ୟାବ୍ୟଙ୍କର ସ୍ଥାନୀୟ ସାରଙ୍ଗଯୋଡି ଶାଖାରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ ବ୍ୟାଙ୍କ ଅକାଉଣ୍ଟ ନଂ. ୩୯୨୩୫୫୦୯୬୭ ଭାରତୀୟ ଷ୍ଟେଟବ୍ୟାଙ୍କ ସଚିବାଳୟ ଶାଖାକୁ ଏନ୍ଇଏଫ୍ଟି କରାଯାଇଥିବା ଜଣାପଡିଛି । ସେହିପରି କାଦୁଆ ଗ୍ରାମପଞ୍ଚାୟତର ଶୁବାସୀନି ମହାସଂଘ ୧୩ ହଜାର ୫ଶହ, କାଦୁଆ ବିଜେଡି କମିଟି ୨୬ ହଜାର ୮ଶହ ସମେତ ପ୍ରତିଭା ସଞ୍ଚୟ ସମିତି, ତାରେଣୀ ଓ କଲ୍ୟାଣୀ ଏସ୍ଏଚଜି ୫ ହଜାର ଟଙ୍କା ଲେଖାଏ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଦାନ କରିଥିବା ବିଧାୟକଙ୍କ ପ୍ରତିନିଧି ସୁନୀଲ କୁମାର ପଣ୍ଡା ସୂଚନା ଦେଇଛନ୍ତି ।
Posted inଆମ ଜିଲା ଖବର, ପୁରୀ View All
ପୋଲିସ ଯାଞ୍ଚ୍ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି
ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…
ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା
ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…
ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା
ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…
ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି
ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…
ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି
ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…
ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ
ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…
ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍
ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…
ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ
ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

