କରୋନା ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫ହଜାର ଟଙ୍କା ପ୍ରଦାନ

କେସିଙ୍ଗା, ୨୨।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ତୁର୍ଲାଖମନ ପଞ୍ଚାୟତ ଅଧୀନ ଲିମଗାଁରେ ଥିବା ଦୀପ୍ତିଦାନ ଚର୍ଚ୍ଚ ପକ୍ଷରୁ ୨୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଚେକ୍‌ ଦ୍ୱାରା ପ୍ରଦାନ କରାଯାଇଛି। କେସିଙ୍ଗା ବିଡ଼ିଓ ପ୍ରଫୁଲ୍ଲ କୁମାର ଓଡ଼ୁଙ୍କ ମାଧ୍ୟମରେ ବୁଧବାର କର୍ମକର୍ତ୍ତାମାନେ ଏହାକୁ ପ୍ରଦାନ କରିଥିଲେ । ଏହି ଅବସରରେ ଚର୍ଚ୍ଚର ଅନ୍ୟ କର୍ମକର୍ତା ମାନେ ଓ ବ୍ଲକ ସିପି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

ଦୁଲୁକିବ ସୁବଳୟା ଖେଳ ପଡିଆ ମଞ୍ଚ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ଗଞ୍ଜାମ,୧୦।୫ (ବିଦ୍ୟାଧର ସାହୁ ): ପ୍ରଥମ ଥର ପାଇଁ ଗଞ୍ଜାମ ବ୍ଲକ ସ୍ତରୀୟ ସାମାଜିକ ଅପେରା ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଆସନ୍ତା ୨୮ ରୁ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ…

‘ପେନ୍‌ସନ୍‌ଭୋଗୀଙ୍କ ପାଇଁ କାର୍ଯ୍ୟକାରୀ ହେବନାହିଁ କୌଣସି ନୂଆ ନିୟମ’

ଦିଗପହଣ୍ଡି,୧୦|୫(ଅଶେଷ ନାଥ ମିଶ୍ର):  ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ରବିବାର ସ୍ଥାନୀୟ ଶ୍ରୀ ପାତାଳେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଥିଲା। ସଂଘର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri