କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଚନ୍ଦ୍ରକାର ସମାଜ ପକ୍ଷରୁ ଦେଢଲକ୍ଷ ଟଙ୍କା ଦାନ

ନୂଆପଡା ଅଫିସ,୧୬ା୪: ମୁଖ୍ୟମନ୍ତ୍ରୀଙ୍କ କରୋନା ରିଲିଫ ପାଣ୍ଠିକୁ ନୂଆପଡା ଜିଲା ଚନ୍ଦ୍ରକାର ସମାଜ ତରଫରୁ ଦେଢ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି ା ଗୁରୁବାର ଜିଲାପାଳ ମଧୁସ୍ମିତା ସାହୁଙ୍କୁ ସମାଜ ତରଫରୁ ତୁଙ୍ଗନ ଚନ୍ଦ୍ରକାରଙ୍କ ନେୃତୁତ୍ୱରେ ଏକ ଟିମ ଆସି ସହୟତା ବାବଦ ଚେକ ପ୍ରଦାନ କରିଥିଲେ ା