କରୋନା ସହାୟତା: ରାଜ୍ୟ ଶାକଦ୍ବୀପୀ ଦୈବଜ୍ଞ ବ୍ରାହ୍ମଣ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ଭୁବନେଶ୍ବର, ୨୯।୪(ବ୍ୟୁରୋ): କରୋନା ସହାୟତା ନେଇ ରାଜ୍ୟ ଶାକଦ୍ବୀପୀ ଦୈବଜ୍ଞ ବ୍ରାହ୍ମଣ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୧୦୦୦ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଏହି ଚେକ୍‌କୁ ମହାସଂଘର ସାଧାରଣ ସମ୍ପାଦକ ପ୍ରେମାନନ୍ଦ ସେନାପତି, ସଂଗଠନ ସମ୍ପାଦକ ପ୍ରଭୁ ପ୍ରସାଦ ନାୟକ, କୋଷାଧ୍ୟକ୍ଷ ବିଚିତ୍ର କୁମାର ମହାପାତ୍ର ପ୍ରମୁଖ ଭୁବନେଶ୍ବର କାର୍ଯ୍ୟାଳୟରେ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାତକ ନାମଲେଖା ପାଇଁ ଆଜିଠାରୁ ଆବେଦନ

ଭୁବନେଶ୍ୱର, ୨୭।୫(ସୁଚିସ୍ମିତା ସାହୁ):୨୦୨୬-୨୭ ଶିକ୍ଷାବର୍ଷ ପାଇଁ ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୭ ତାରିଖରୁ ଅନ୍‌ଲାଇନ୍‌ରେ ଆବେଦନ…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

ମନ୍ତ୍ରୀଙ୍କ ଛାତି ଧଡ଼ପଡ଼: କାହାର ଯିବ ପଦ କିଏ ଯୋଡ଼ା ହେବେ ନୂଆ

ଭୁବନେଶ୍ୱର,୨୭।୫ ଓଡ଼ିଶାରେ ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ଏହାକୁ ନେଇ ମନ୍ତ୍ରୀ ଓ ବିଧାୟକମାନଙ୍କ ମଧ୍ୟରେ ଉତ୍ସୁକତା…

ପୁଣି ଦେବାଶିଷ ଯିବେ ରାଜ୍ୟ ସଭା ନା ଆଉ କିଏ? ବଡ଼ ଇସାରା ଦେଲେ ସୁରେଶ ପୂଜାରୀ, କହିଲେ ଯିଏ ଇସ୍ତଫା ଦେଇ…

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ଉପନିର୍ବାଚନ ପାଇଁ ECI ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଖାଲି…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି…

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ ଓ ସରକାରଙ୍କ ଗୃହ ବିଭାଗ ଦ୍ୱାରା OUSSSCକୁ ଚିଠି ଲେଖାଯାଇଛି।…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri