କରୋନା ସହ ଲଢିବାକୁ ପୁଣି ସହାୟତାର ହାତ ବଢାଇଲେ ଅକ୍ଷୟ

ମୁମ୍ବାଇ: କରୋନା ଭାଇରସକୁ ହରାଇବାକୁ ସମସ୍ତେ ଚେଷ୍ଟା ଚଳାଇଛନ୍ତି। ଏପରି ସ୍ଥଳେ ବଲିଉଡ୍‌ ମଧ୍ୟ ସର୍ବଦା ଆଗେଇ ଆସିଛି। ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ପୂର୍ବରୁ କରୋନା ସହ ଲଢିବାକୁ ସହାୟତାର ହାତ ବଢାଇଥିବା ବେଳେ ଏବେ ପୁଣିଥରେ ସେ ଆଗକୁ ଆସିଛନ୍ତି। କୋଭିଡ-୧୯ ମହାମାରୀ ବିରୋଧରେ ଲଢିବାକୁ ପର୍ସନାଲ ପ୍ରୋଟେକଟିଭ୍‌ ଇକ୍ୟୁପମେଣ୍ଟ(ପିପିଇ)ମାସ୍କ ଓ ର଼୍ୟାପିଡ ଟେଷ୍ଟିଙ୍ଗ କିଟ୍‌ ପ୍ରସ୍ତୁତ କରିବାକୁ ବୃହାନମୁମ୍ବାଇ ନଗର ନିଗମ(ବିଏମ୍‌ସି)କୁ ଅକ୍ଷୟ ୩ କୋଟି ଟଙ୍କା ସହାୟତା ଯୋଗାଇ ଦେଇଥିବା ଜଣାପଡିଛି। କରୋନା ଭାଇରସ ସହାୟତା ପାଇଁ ପୂର୍ବରୁ ଅକ୍ଷୟ ପିଏମ୍‌ କେୟାର୍ସ ଫଣ୍ଡକୁ ୨୫ କୋଟି ଟଙ୍କା ଦାନ କରିଥିଲେ। କରୋନା ସହ ଲଢୁଥିବା ମୁମ୍ବାଇ ପୋଲିସ ଓ ବିଏମ୍‌ସିକୁ ପୂର୍ବରୁ ଅକ୍ଷୟ ଟୁଇଟ୍‌ କରି ଶୁଭେଚ୍ଛା ଓ ଧନ୍ୟବାଦ ମଧ୍ୟ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକଙ୍କ ଅନୁରୋଧ କ୍ରମେ ବଦଳିଲା ନିଷ୍ପତ୍ତି, ବଢ଼ିଲା ମାଟ୍ରିକ୍‌ ସପ୍ଲିମେଣ୍ଟାରି ଫର୍ମ ପୂରଣ ଅବଧି

କଟକ,୧୮।୫(କାର୍ତ୍ତିକ ସାହୁ): ଜୁଲାଇ ପ୍ରଥମ ସପ୍ତାହରେ ହେବାକୁ ଥିବା ଚଳିତବର୍ଷର ମାଟ୍ରିକ୍‌ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ଓ ରାଜ୍ୟ ମୁକ୍ତ…

IPL Playoff Scenario: ପ୍ଲେଅଫ ପାଇଁ ଯୋଗ୍ୟତା ଅର୍ଜନ କଲେ ୩ ଟିମ୍‌; ଏବେ ୫ ଟିମ ମଧ୍ୟରେ ଫାଇନାଲ ସ୍ଥାନ ପାଇଁ ଲଢ଼େଇ

ନୂଆଦିଲ୍ଲୀ,୧୯।୫: ଆଇପିଏଲ ୨୦୨୬ ପ୍ଲେଅଫରେ ତିନୋଟି ଦଳ ପୂର୍ବରୁ ସେମାନଙ୍କର ସ୍ଥାନ ନିଶ୍ଚିତ କରିସାରିଛନ୍ତି। ସୋମବାର ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସକୁ ପରାସ୍ତ କରିବା ପରେ, ସନରାଇଜର୍ସ…

ବିସିସିଆଇ ଆର୍‌ଟିଆଇ ପରିସରଭୁକ୍ତ ନୁହେଁ, ପୂର୍ବ ନିର୍ଦ୍ଦେଶରୁ ଓହରିଲେ ସିଆଇସି

ନୂଆଦିଲ୍ଲୀ,୧୯ା୫(ପି.ଟି.): କ୍ରିକେଟ ପ୍ରଶାସନ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ସର୍ବସାଧାରଣ କାର୍ଯ୍ୟକ୍ରମ ପରିଚାଳନା ଓ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟରେ ଭାରତର ପ୍ରତିନିଧିତ୍ୱ ସତ୍ତ୍ୱେ ବିସିସିଆଇକୁ ଏକ ସର୍ବସାଧାରଣ ପ୍ରାଧିକରଣ ଭାବେ ବିବେଚନା…

ବଡ଼ ଟ୍ରେନ ଦୁର୍ଘଟଣା, ଲାଇନଚ୍ୟୁତ ହେଲା ୩ ବଗି

ଡେରାଡୁନ,୧୯।୫: ‘ଯୋଗ ନଗରୀ’ ଋଷିକେଶରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ, ଏକ ଟ୍ରେନର ତିନୋଟି ବଗି ଲାଇନଚ୍ୟୁତ ହୋଇଛି, ଯାହା ରେଳ ପ୍ରଶାସନ…

ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର; ବିଦ୍ୟୁତସେବା ବ୍ୟାହତ, ରୋଗୀ ହନ୍ତସନ୍ତ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଛି। ଏହା ନୂଆଁ କଥା ନୁହେଁ। ବର୍ଷବର୍ଷ ଧରି ଏଠାରେ ଏହି ସମ୍ଯଯା ଲାଗି ରହିଛି। ଡାକ୍ତର ଏବଂ…

ଡିଜିଟାଲ ପ୍ଲାଟ୍‌ଫର୍ମରେ ପୁରୁଷଙ୍କ ଅପେକ୍ଷା ମହିଳା ଅଧିକ ସକ୍ରିୟ, ବିନିଯୋଗ କରୁଛନ୍ତି ୫୦%ରୁ ଅଧିକ ସମୟ

ନୂଆଦିଲ୍ଲୀ,୧୯।୫(ଆଇଏଏନ୍‌ଏସ୍‌): ଭାରତର ସହରାଞ୍ଚଳରେ ଡିଜିଟାଲ ବିପ୍ଳବର ମଙ୍ଗ ଏବେ ମହିଳାମାନଙ୍କ ହାତରେ। ବିଶେଷକରି ମନୋରଞ୍ଜନ, ମେସେଜିଂ, ଇ-କମର୍ସ ଏବଂ କ୍ୱିକ୍‌ କମର୍ସ ଭଳି କ୍ଷେତ୍ରରେ ପୁରୁଷଙ୍କ ତୁଳନାରେ…

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri