କରୋନା ହଟ୍‌ସ୍ପଟ୍‌ ତାଲିକା: ରେଡ୍‌ ଜୋନ୍‌ରେ ଭଦ୍ରକ

ଭଦ୍ରକ ଅଫିସ,୧।୫: କରୋନା ହଟ୍‌ସ୍ପଟ୍‌ ଜୋନରେ ଓଡ଼ିଶାର ୩ଟି ଜିଲା ରହିଛି। ସେଗୁଡ଼ିକ ହେଉଛି ଯାଜପୁର, ଭଦ୍ରକ ଓ ବାଲେଶ୍ୱର। ସେହିପରି ଅରେଞ୍ଜ ଜୋନରେ ରାଜ୍ୟର ୬ଟି ଜିଲା ରହିଛି। ସେଗୁଡ଼ିକ ହେଲା ହେଉଛି ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କୋରାପୁଟ, ଢେଙ୍କାନାଳ ଓ କଳାହାଣ୍ଡି । ତେବେ ଭୁବନେଶ୍ୱର ପୂର୍ବରୁ ରେଡ୍‌ ଜୋନରେ ଥିବା ବେଳେ ବର୍ତ୍ତମାନ ଅରେଞ୍ଜ ଜୋନରେ ରହିଛ। ଅପରପକ୍ଷେ ଗ୍ରୀନ ଜୋନରେ ଓ ୨୧ଟି ଜିଲା ସାମିଲ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ତାଜା ତାଲିକାରେ ଏହି ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ୧୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରେ ଭଦ୍ରକରୁ ୧୯ ଜଣ ଆକ୍ରାନ୍ତ ଥିବା ଜଣା ପଡିଛି। ଏମାନଙ୍କ ମଧ୍ୟରୁ ୨ ଜଣ ସୁସ୍ଥ ହୋଇ ଫେରିଥିବା ଜଣା ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri