CORONAVIRUS UPDATE: ଭୁବନେଶ୍ୱରର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ସଂଖ୍ୟା ୩୩ରେ ପହଞ୍ଚିଲା

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ଏବଂ ତାଙ୍କୁ ଡିସ୍‌ଚାର୍ଜ କରାଯିବ। ଏହାକୁ ମିଶାଇ ୩୩ଜଣ ସଂକ୍ରମିତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।