କରୋନା ସଂକ୍ରମଣ ପାଇଁ କିଏ ଦାୟୀ: ଚାଇନା ଉପରେ ବଢ଼ିଲା ଆମେରିକା ଚାପ

ଓ୍ବାଶିଂଟନ,୨୫।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଚାଇନାର ଉହାନ ସ୍ଥିତ ଲ୍ୟାବ୍‌ରୁ ଏକ ପରୀକ୍ଷା ସମୟରେ କରୋନା ଭୂତାଣୁ ଭୁଲ୍‌ ବଶତଃ ଲିକ୍‌ ହୋଇଥିବା କୁହାଯାଉଛି। ଏହାକୁ ନେଇ ଆମେରିକା ଚାଇନା ଉପରେ ଚାପ ବଢ଼ାଇବାରେ ଲାଗିଛି। ଏନେଇ ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ମାଇକ୍‌ ପମ୍ପିଓ କହିଛନ୍ତି ଯେ, ଚାଇନାର ଭୁଲ୍‌ ଯୋଗୁ ଏଭଳି ମହାମାରୀ ସ୍ଥିତି ସାରା ପୃଥିବୀରେ ଦେଖାଦେଇଛି। ଏହାଦ୍ୱାରା ଚାଇନାର ଅର୍ଥବ୍ୟବସ୍ଥା ସଙ୍କଟରେ ପଡ଼ିବା ସହିତ ଆମେରିକାର ବହୁ କ୍ଷତି ହୋଇଛି। ପୃଥିବୀର ବହୁ ରାଷ୍ଟ୍ରରେ ମଧ୍ୟ ସମାନ ସଙ୍କଟ ଦେଖାଦେଇଛି। ଚାଇନା ଏହି ଭୁଲ୍‌ ପାଇଁ ବଡ଼ ମୂଲ୍ୟ ଦେବାକୁ ପଡ଼ିବ ବୋଲି ପମ୍ପିଓ କହିଛନ୍ତି। ପୂର୍ବରୁ ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ମଧ୍ୟ ଚାଇନା ଉପରେ କ୍ଷତି ଭରଣା ପାଇଁ ଚାପ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri