କର୍କଟ ରୋଗ୍‌ରେ ପୀଡ଼ିତ ସମୀର ଘଟ୍‌ନା: ସାହାଯ୍‌ର ହାତ୍‌ ବଢ଼ାଲା ମାରଓ୍ବାଡି ଯୁବାମଞ୍ଚ

ଗୁଡ଼ଭେଲା, ୧୯ା୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ସମୀର ଖାନ୍‌(୪୫)। ପାଖାପାଖି ବଛ୍‌ରେ ହେଲା ସେ କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ଟଁକା ପଏସା ଅଭାବୁ ସେ ଚିକିଛା କରେଇ ନାଇଁ ପାରବାର। ଇ ବାବ୍‌ଦେ ଗଲା ୧୭ ତାରିଖ ସୋମବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଚିକିଛା ଲାଗି ଟଁକା ଅଭାବ୍‌, କର୍କଟ ରୋଗ୍‌ରେ ପୀଡ଼ିତ ସମୀର’ ଶୀରଷକ୍‌ରେ ଟିକିନିଖିନୁ ଖବର ବାହାରିଥିଲା। ଖବର ବାହାରଲା ଉତାରୁ ସମୀରକୁଁ ତୁଷୁରା ମାରଓ୍ବାଡି ଯୁବାମଞ୍ଚ ଆର ଜାଗୃତି ଶାଖା ସାହାଯ୍‌ର ହାତ୍‌ ବଢ଼େଇଛନ୍‌। ଦୁଇ ଅନୁଷ୍ଠାନ ତରଫୁ ସମୀରକୁଁ ୭ ହଜାର ଟଁକା ଚିକିଛା ସାହାଯ୍‌ ଦିଆଯାଇଛେ। ଇ ସାହାଯ୍‌ ଟଁକା ଦେଲାବେଲେ ମାରଓ୍ବାଡି ଯୁବାମଞ୍ଚର ଅଧ୍ୟକ୍ଷ ମନୋଜ ଜୈନ, ସଙ୍ଗୀତ ଜୈନ, ମଞ୍ଜୁ କେଡ଼ିଆ, ମୀରା କେଡ଼ିଆ, ରିଙ୍କି ଅଗ୍ରୱାଲ, ମନୀଷ ଅଗ୍ରୱାଲ, ମେଘନାଥ ଗୁପ୍ତା, ବିକାଶ କେଡ଼ିଆ, ଦିନଦୟାଲ କେଡ଼ିଆ, ଗଣେଶ ଜୈନ ପରମୁଖ ଠୋଲ ହେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri