କର୍ତ୍ତବ୍ୟରେ ଅବହେଳା : ୨ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ

ଖଣ୍ଡପଡା,୨ା୧୦(ସ୍ବ.ପ୍ର.)-କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ଖଣ୍ଡପଡା ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ୨ଜଣ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କରାଯାଇଛି। ନୟାଗଡ ଜିଲା ଶିକ୍ଷାଧିକାରୀ ଶିବ ଶଙ୍କର ପ୍ରଧାନଙ୍କ ନିର୍ଦ୍ଦେଶକ୍ରମେ ସେମାନଙ୍କ ଦରମା ବନ୍ଦ କରାଯାଇଥିବା ଜଣାଯାଇଛି। ଖଣ୍ଡପଡା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ନିକଟରେ ଅବସ୍ଥିତ ମଧୁବନ ନୋଡାଲ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସ୍ନେହଲତା ରଥ ବିଭାଗୀୟ ଉପରିସ୍ଥ ଅଧିକାରୀଙ୍କୁ ନ ଜଣାଇ ଛୁଟିରେ ରହିବା ଯୋଗୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେହିପରି ଶିଖରପୁର ପଞ୍ଚାୟତ ଅଧୀନ ବରପଲ୍ଲୀ(ଖ) ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ପ୍ରତିଷ୍ଠା ସେଠୀ ବିଳମ୍ବରେ ବିଦ୍ୟାଳୟକୁ ଆସୁଥିବା ନେଇ ଜିଲା ଶିକ୍ଷାଧିକାରୀ ଅବଗତ ହେବା ପରେ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?