କର୍ନାଟକରେ ଅଟକି ରହିଛନ୍ତି ୭୦ ଦାଦନ ଶ୍ରମିକ

ବିନିକା,୩୦।୩(ଡି.ଏନ୍‌.ଏ)-ସୁବର୍ଣ୍ଣପୁର ଜିଲା ବିନିକା ଓ ଡୁଙ୍ଗୁରିପାଲି ବ୍ଲକର ୭୦ଜଣ ଦାଦନ ଶ୍ରମିକ କର୍ନାଟକ ରାଜ୍ୟ ସିତାନ୍ୟାକାହ୍ଲିଠାରେ ଅଟକି ରହିଛନ୍ତି। ଦେଶବ୍ୟାପୀ ଲକ୍‌ ଡାଉନ୍‌ ଘୋଷଣା ପରଠାରୁ ସେମାନେ ସେଠାରେ ଭୋକ ଉପାସରେ ଦିନ କାଟୁଥିବା କହିଛନ୍ତି। ଜିଲା ପ୍ରଶାସନ ସେମାନଙ୍କୁ ଅବିଳମ୍ବେ ଉଦ୍ଧାର କରିବା ଦିଗରେ ପଦକ୍ଷେପ ନେବାକୁ ସେମାନେ ନିବେଦନ କରିଛନ୍ତି। ଗତ ଏକମାସ ତଳେ ବିନିକା ବ୍ଲକ ବାଙ୍କିଘିର୍ଡି ପଞ୍ଚାୟତ ଅନ୍ତର୍ଗତ ସାରଙ୍ଗପାଲି ଓ ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସାରସମାଲ ଏବଂ ଚନ୍ଦଳି ଗ୍ରାମର ଏହି ଶ୍ରମିକମାନେ ସିତାନ୍ୟାକାହ୍ଲିସ୍ଥିତ କ୍ଲୋରାଇଡ୍‌ ମେଟାଲ୍ସ କାରଖାନାକୁ କାମ କରିବାକୁ ଯାଇଥିଲେ। ମାତ୍ର କରୋନା ସଂକ୍ରମଣକୁ ନେଇ ନେଇ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା ପରେ କାରଖାନା କାମ ବନ୍ଦ ହୋଇଗଲା। ଏପଟେ ରେଳ ଓ ବସ୍‌ ଚଳାଚଳ ବନ୍ଦ ହୋଇଯିବାରୁ ସେମାନେ ସେଠାରେ ଅଟକି ରହି ଦୁର୍ବିସହ ଜୀବନ ବିତାଉଛନ୍ତି। ଅଟକ ଶ୍ରମିକଙ୍କ ଉଦ୍ଧାର ଦିଗରେ ପଦକ୍ଷେପ ନେବାକୁ ସେମାନଙ୍କ ପରିବାର ଲୋକେ ପ୍ରଶାସନକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri