Posted inଜାତୀୟ

କର୍ନାଟକରେ ଆତଙ୍କବାଦୀ ଆକ୍ରମଣ ସୂଚନା ମିଥ୍ୟା: ପୂର୍ବତନ ସେନା କର୍ମଚାରୀ ଗିରଫ

ବେଙ୍ଗାଲୁରୁ,୨୭।୪: ଭାରତର ଦକ୍ଷିଣରେ ଥିବା ରାଜ୍ୟ ଗୁଡିକରେ ପ୍ରାୟ ୭ଟି ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ଯୋଜନା କରୁଥିବା ଏକ ଫୋନ୍‌ କଲ୍‌ ପାଇବା ପରେ ସବୁଠି କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଏହାର ଯାଞ୍ଚ କରିବା ସମୟରେ ବେଙ୍ଗାଲୁରୁ (ରୁରାଲ) ପୋଲିସ ଆଶ୍ଚର୍ଯ୍ୟ ହୋଇ ଯାଇଥିଲା। କାରଣ ଏହା ଥିଲା ଏକ ମିଥ୍ୟା ଫୋନ୍‌ କଲ୍‌। ସୁନ୍ଦର ମୁର୍ତ୍ତି ନାମକ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ଏହି ମିଥ୍ୟା କଲ୍‌ ଅଭିଯୋଗରେ ପୋଲିସ ଗିରଫ କରିଥିବା ସୂଚନା ମିଳିଛି। ବେଙ୍ଗାଲୁରୁ (ରୁରାଲ) ଏସ୍‌ପି ରାମ ନିବାସ ସେପାତ ସୂଚନା ଦେଇ କହିଛନ୍ତି ମୁର୍ତ୍ତି ଭାରତୀୟ ସେନାରେ ଜଣେ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ। ସେ ୧୯୯୫ରେ ଅବସର ଗ୍ରହଣ କରିଛନ୍ତି। ତେବେ ଶ୍ରୀଲଙ୍କା ବିସ୍ଫୋରଣ ପରେ ସୁରକ୍ଷା ଦୃଷ୍ଟିରୁ ପୋଲିସ ପକ୍ଷରୁ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯିବାର ଗୋଟିଏ ଦିନ ପରେ ମୁର୍ତ୍ତି ଫୋନ୍‌ କରି ଏକ ମିଥ୍ୟା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅନ୍ନା ହଜାରେ, କିଏ ହାରିଲା…

ନୂଆଦିଲ୍ଲୀ,୨୬ା୭: NEET ପେପର୍‌ ଲିକ୍ ମାମଲାକୁ ନେଇ ସାରା ଦେଶରେ ହୋଇଥିବା ଛାତ୍ର ଆନ୍ଦୋଳନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସମାଜସେବୀ ଅନ୍ନା…

କେତେ ସମ୍ପତ୍ତିର ମାଲିକ ପ୍ରହ୍ଲାଦ ଯୋଶୀ, ଜାଣନ୍ତୁ ଶିକ୍ଷାମନ୍ତ୍ରୀଙ୍କ ନେଟଓ଼୍ବର୍ଥ…

ନୂଆଦିଲ୍ଲୀ,୨୬ା୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ପୂର୍ବରୁ ହିଁ ଖାଉଟି ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳୁଛନ୍ତି। ଶିକ୍ଷାମନ୍ତ୍ରୀ…

ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ

ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ…

ସିଏମ୍‌ଓରୁ ଫାଇଲ ଚୋରି ଘଟଣା: ବିଦେଶରେ ଥିବାରୁ ଥାନାରେ ହାଜର ହେଲେନି ପାଣ୍ଡିଆନ

ଭୁବନେଶ୍ୱର,୨୬ା୭(ତ୍ରିନାଥ ମହାନ୍ତି): ସିଏମଓରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲାର କମିଶନ ଫାଇଲ୍‌ ଓ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ପରି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଫାଇଲ ହଜିଯିବା ଘଟଣାରେ…

ଇସ୍ତଫା ଦେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୬ା୭ (ପି.ଟି.) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା…

ଦୁଇ ଦିନ ପୂର୍ବରୁ ହିଁ ନିଶ୍ଚିତ ହୋଇ ସାରିଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା! ଜାଣନ୍ତୁ କିଭଳି ଲେଖାଯାଇଥିଲା…

ନୂଆଦିଲ୍ଲୀ,୨୫।୭: NEET ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ସରକାରଙ୍କ ସହ ଆଲୋଚନା ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP)…

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା…

କିଏ ହେବେ ଦେଶର ନୂଆ ଶିକ୍ଷାମନ୍ତ୍ରୀ? ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୋଦୀ କ୍ୟାବିନେରେ ହଲଚଲ, ସାମ୍ନାକୁ ଆସିଲା ବଡ଼ ନାଁ!

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ ଚର୍ଚ୍ଚା ହେଉଛି ଯେ ଦେଶର ପରବର୍ତ୍ତୀ ଶିକ୍ଷାମନ୍ତ୍ରୀ କିଏ ହେବେ। ମୋଦୀ କ୍ୟାବିନେଟ୍‌ରେ କେତେକ ନାମକୁ ନେଇ ବିଚାର-ବିମର୍ଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri