ବେଙ୍ଗାଲୁର,୮।୬: କର୍ନାଟକରେ ଆସନ୍ତା ୧୨ ଜୁନ୍ରେ କ୍ୟାବିନେଟ୍ ସମ୍ପ୍ରସାରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଏଚ୍ଡି କୁମାରସ୍ବାମୀ ସୂଚନା ଦେଇଛନ୍ତି। ଏଥିଲାଗି ସେ ୧୨ ତାରିଖରେ ହିଁ ରାଜ୍ୟପାଳଙ୍କୁ ସକାଳ ୧୧ଟା ୩୦ରେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।
ବେଙ୍ଗାଲୁର,୮।୬: କର୍ନାଟକରେ ଆସନ୍ତା ୧୨ ଜୁନ୍ରେ କ୍ୟାବିନେଟ୍ ସମ୍ପ୍ରସାରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଏଚ୍ଡି କୁମାରସ୍ବାମୀ ସୂଚନା ଦେଇଛନ୍ତି। ଏଥିଲାଗି ସେ ୧୨ ତାରିଖରେ ହିଁ ରାଜ୍ୟପାଳଙ୍କୁ ସକାଳ ୧୧ଟା ୩୦ରେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।
ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…
ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…
ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…
ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…
ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…
ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…
ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…
ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…