Posted inଜାତୀୟ

କର୍ନାଟକର ୧୫ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ବେଙ୍ଗାଲୁରୁ,୫।୧୨: କର୍ନାଟକର ୧୫ ବିଧାନସଭା ଆସନ ପାଇଁ ଗୁରୁବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହାର ଫଳାଫଳ ୯ ତାରିଖରେ ପ୍ରକାଶ ପାଇବ। କଂଗ୍ରେସ ଓ ଜେଡି(ଏସ୍‌) ମେଣ୍ଟର ଅଯୋଗ୍ୟ ଘୋଷିତ ୧୭ ବିଧାୟକ ଗତ ଜୁଲାଇରେ ବିଧାନସଭାରୁ ଇସ୍ତଫା ଦେବା ପରେ ଏହି ଆସନ ସବୁ ଖାଲି ପଡିଥିଲା। କର୍ନାଟକ ହାଇ କୋର୍ଟରେ ଚାଲିଥିବା ମାମଲାକୁ ନେଇ ଅନ୍ୟ ଦୁଇଟି ମାସକି ଓ ରାଜରାଜେଶ୍ୱରୀ ଆସନରେ ଭୋଟ ଗ୍ରହଣ ସ୍ଥଗିତ ରହିଛି। ଏହି ଉପନିର୍ବାଚନ ଭାରତୀୟ ଜନତା ପାର୍ଟି(ଭାଜପା) ପାଇଁ ବେଶ୍‌ ଗୁରୁତ୍ୱ ରଖେ। କାରଣ ଏହାରି ଆଧରରେ ହିଁ କର୍ନାଟକରରେ ୪ ମାସ ହେବ ଶାସନ ଗାଦିରେ ବସିଥିବା ଭାଜପା ସରକାର ରହିପାରେ ନଚେତ୍‌ ଭାଙ୍ଗିପାରେ। ତେବେ ୟେଦୁରପ୍ପା ସରକାର ଶାସନ ଗାଦିରେ ବସିବାକୁ ହେଲେ ଅତିକମ୍‌ରେ ୬ଟି ଆସନରେ ବିଜୟୀ ହେବା ଜରୁରୀ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri