Posted inଜାତୀୟ

କର୍ନାଟକ ହାଇକୋର୍ଟରୁ ଜେଡିଏସ ଏମପି ପ୍ରଜ୍ୱଳ ରଓ୍ବେନ୍ନାଙ୍କୁ ଝଟକା, ଲୋକ ସଭାରୁ ଅଯୋଗ୍ୟ ଘୋଷିତ

ବେଙ୍ଗାଲୁରୁ,୧।୯: କର୍ନାଟକ ହାଇକୋର୍ଟ ଶୁକ୍ରବାର ଜେଡିଏସ ଏମପି ପ୍ରଜ୍ୱଳ ରଓ୍ବେନ୍ନାଙ୍କୁ ତାଙ୍କ ନିର୍ବାଚନ ଆଫିଡେଭିଟରେ ଭୁଲ ତଥ୍ୟ ଦେଇଥିବାରୁ ତାଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି। ହାସନରୁ ହାରିଥିବା ଭାଜପା ପ୍ରାର୍ଥୀ ଅରକଲାଗୁଡୁ ମଞ୍ଜୁ ଜୁନ ୨୬, ୨୦୧୯ରେ ପ୍ରଜ୍ୱଳ ରଓ୍ବେନ୍ନାଙ୍କ ଏମପି ସଦସ୍ୟତା ବାତିଲ କରିବାକୁ ହାଇକୋର୍ଟରେ ଆବେଦନ କରିଥିଲେ।

୨୦୧୯ରେ, ହାସନ ଲୋକସଭା ନିର୍ବାଚନମଣ୍ଡଳୀରୁ ଏକାକୀ ଜେଡିଏସ ଏମପି ପ୍ରଜ୍ୱଳ ରଓ୍ବେନ୍ନାଙ୍କ ବିରୋଧରେ ହାଇକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଥିଲା ଯେଉଁଥିରେ ନିର୍ବାଚନ ସମୟରେ ଦିଆଯାଇଥିବା ସମ୍ପତ୍ତି ଘୋଷଣାର ବିବରଣୀ ତଥା ଆଫିଡେଭିଟରେ ଭୁଲ ତଥ୍ୟ ପ୍ରଦାନ କରାଯାଇଥିଲା।
ହାସନ ଲୋକସଭା ନିର୍ବାଚନମଣ୍ଡଳୀରୁ ମିଳିତ ପ୍ରାର୍ଥୀ ଭାବରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ପ୍ରଜ୍ୱଳ ରଓ୍ବେନ୍ନା ତାଙ୍କର ପ୍ରଥମ ପ୍ରୟାସରେ ଜିତିଥିଲେ। ଭାଜପା ପ୍ରାର୍ଥୀ ଏହି ଆବେଦନରେ କହିଛନ୍ତି ଯେ ପ୍ରଜ୍ୱଳ ରଓ୍ବେନ୍ନା ଏହି ସତ୍ୟପାଠରେ ଭୁଲ ତଥ୍ୟ ଦେଇଛନ୍ତି ଏବଂ ଲୋକମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?