କର୍ଲାମୁଣ୍ଡା ବ୍ଲକ: କ୍ୱାରାଣ୍ଟାଇନରେ ୨୦୮ ପ୍ରବାସୀ

କର୍ଲାମୁଣ୍ଡା୧୬।୫(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରେ ୨୦୮ ଜଣ ପ୍ରବାସୀ ଓଡିଆଙ୍କୁ ସୁରକ୍ଷିତ ରଖାଯାଇଛି। ଶନିବାର ୩୧ ଜଣ ପ୍ରବାସୀ ତାମିଲନାଡୁରୁ ରିଷିଡା ଫେରିବା ପରେ ବିଡିଓ ପ୍ରିୟଦର୍ଶନୀ ମିର୍ଦ୍ଧା, ସରପଞ୍ଚ ସରସ୍ବତୀ ମାଝୀ, ପିଇଓ କ୍ଷିରସିନ୍ଧୁ ରଣା, ଜିଆରଏସ ହଜାନନ୍ଦ ଗହୀର, ଫାଣ୍ଡି ଅଧିକାରୀ ଲବରାମ ଛତ୍ରିଆ, ଡା. ଶିଖିଧ୍ୱଜ ପଟେଲ ପ୍ରମୁଖ ସ୍ବାଗତ ଜଣାଇଥିଲେ। ପରେ ସେମାନଙ୍କୁ ରିଷିଡାରେ ଥିବା କ୍ୱାରାଣ୍ଟାଇନ କେନ୍ଦ୍ରରେ ରଖାଯାଇଛି। ସେହିପରି ପୌରକେଲାଠାରେ ପୂର୍ବରୁ ୬ ଜଣ କ୍ୱାରାଣ୍ଟାଇନରେ ଥିବାବେଳେ ଶନିବାର ୨୪ଜଣ ପ୍ରବାସୀଙ୍କୁ ରଖାଯାଇଛି। ଏହାପୂର୍ବରୁ ଗଜବାହାଲ ୭୮, ରିଞ୍ଜାଠାରେ ୪୭, ଯୋରାଡବରାଠାରେ ୧୪, ବୋରପଦର ପଞ୍ଚାୟତ ସରାବାହାଲିଠାରେ ୮ ଜଣ ପ୍ରବାସୀଙ୍କୁ କ୍ୱାରାଣ୍ଟାଇନ କେନ୍ଦ୍ରରେ ରଖାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?