କର୍ଲାମୁଣ୍ଡା ବ୍ଲକ: ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

କର୍ଲାମୁଣ୍ଡା,୯।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ଲଗାଣ ବର୍ଷା ହୋଇଛି। ଏଥିଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି । ବୁଧବାର ୮୭ ମି.ମି. ବର୍ଷା ରେକର୍ଡ ହୋଇଥିବା ବେଳେ ଗୁରୁବାର ସକାଳ ସୁଦ୍ଧା ୩୦୯.୨ ମି.ମି. ବର୍ଷା ହୋଇଥିବା ବ୍ଲକ ସୂତ୍ରରୁ ଜଣାପଡିଛି । ଲଗାଣ ବର୍ଷା ଯୋଗୁ ରିଞ୍ଜା ସରବରା ଯୋର ବ୍ରିଜ ଗୋଟିଏ ପଟେ ଛାତ ଭୁଶୁଡି ପଡିଛି। ସେହିପରି କର୍ଲାମୁଣ୍ଡା ପିଡବ୍ଲ୍ୟୁଡି ରାସ୍ତାରେ ମଧ୍ୟ ଘାଇ ସୃଷ୍ଟି ହୋଇଛି । ଅନ୍ୟପଟେ ବ୍ଲକର ସ-ମାଲପଡାର ମାଲପଡା ଗାଁର ଅମରେନ୍ଦ୍ର ସାହୁଙ୍କ ଘର ଭୁଶୁଡି ପଡ଼ିଛି। ପୁଟିଗାଁର ବୀର କୁମାର, କ୍ଷୁର ସାଗର ଦଣ୍ଡସେନା, ରିଞ୍ଜା ଗ୍ରାମର କଳାକାହାନୁ ସାହୁ ଓ ପୁଟିଗାଁର ଭୈରବ ଦଣ୍ଡସେନାଙ୍କ ଘର ଭାଙ୍ଗିଥିବା ଜଣାପଡିଛି । ଗତ ରାତିରେ ରିଞ୍ଜା, ରେଙ୍ଗାଲି, ଦେଓଗାଁ, ଏକାତରା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଥିବା ବେଳେ ବର୍ତ୍ତମାନ ପରିସ୍ଥିତି ସ୍ବଭାବିକ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ଶିକ୍ଷାଦାନରେ ଗୁରୁଙ୍କ ଭୂମିକା ମହତ୍ତ୍ୱପୂର୍ଣ୍ଣ, ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିଲା…

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୁରୁଦିବସ ଅବସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଓ ସମ୍ବର୍ଦ୍ଧନା ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri