କର୍ଲାମୁଣ୍ଡା ବ୍ଲକ: ୧୪ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ୫୪୩ ପ୍ରବାସୀ ଓଡିଆ

କର୍ଲାମୁଣ୍ଡା,୨୧ା୫,(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କରୋନା ମୁକାବିଲା ପାଇଁ ୧୪ଟି (ଟିଏମସି) ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ତ୍ତମାନ ସୁଦ୍ଧା ୫୪୩ ଜଣ ପ୍ରବାସୀ ଓଡିଆଙ୍କୁ ରଖାଯାଇଛି। ବ୍ଲକର ମୋଟ୍‌ ୧୨ଟି ପଞ୍ଚାୟତରେ ୧୪ଟି କେନ୍ଦ୍ର ତଥା ରିଞ୍ଜା ପଞ୍ଚାୟତ ୨ଟି କେନ୍ଦ୍ରରେ ୪୭, ସ.ମାଲପଡା ୧ଟି କେନ୍ଦ୍ରରେ ୮, କର୍ଲାମୁଣ୍ଡା ପଞ୍ଚାୟତ ୧ଟି କେନ୍ଦ୍ରରେ ୪୫, ବୋରପଦର ପଞ୍ଚାୟତର ୩ଟି କେନ୍ଦ୍ରରେ ୫୮, ରେଗଡା ପଞ୍ଚାୟତ ୧ଟି କେନ୍ଦ୍ରରେ ୯୯, ସାପଲହରା ପଞ୍ଚାୟତରେ ୧ ଟି କେନ୍ଦ୍ରରେ ୨୭, ଯୋରାଡବ୍ରା ୧ଟି କେନ୍ଦ୍ରରେ ୬୧, ରିଷିଡା ୧ଟି କେନ୍ଦ୍ରରେ ୪୦, ତେରେସିଂହା ପଞ୍ଚାୟତ ଥିବା କେନ୍ଦ୍ରରେ ୪୪, ଗଜବାହାଲ ପଞ୍ଚାୟତରେ ଗୋଟିଏ କେନ୍ଦ୍ରରେ ୭୮ ଓ ପୌରକେଲା ପଞ୍ଚାୟତ ୧ଟି କେନ୍ଦ୍ରରେ ୩୬ ଜଣ ପ୍ରବାସୀ ଓଡିଆଙ୍କୁ ଥଇଥାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ...

ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା...

ଅଧିଷ୍ଠାତ୍ରୀ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

କୋକସରା,୧୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଠାକୁରାଣୀଙ୍କ ଚୈତ୍ରଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଦାଣ୍ଡ। ସୋମବାର ସକାଳୁ...

୫ରୁ ୨ଟି ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଲାଞ୍ଜିଗଡ଼,୧୫।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଞ୍ଚାୟତରେ ସମନ୍ବିତ ଶିଶୁ ବିକାଶ ଯୋଜନା ଫେଲ୍‌ ହୋଇଥିବା ଅଭିଯୋଗ ହେଉଛି। ତ୍ରିଲୋଚନପୁର ପଞ୍ଚାୟତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri