କଲଭର୍ଟ ନିର୍ମାଣରେ ବିଳମ୍ବ

ଗଞ୍ଜାମ,୬ା୬(ଡି.ଏନ.ଏ.)- ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ନଂ ୪ ରାଉଳ ସାହି ମୁଖ୍ୟ ରାସ୍ତା କଲଭର୍ଟ ନିର୍ମାଣ କାର୍ଯ୍ୟ ବିଳମ୍ବ ଯୋଗୁ ଅସନ୍ତୋଷ ଦେଖାଦେଇଛି। ଉକ୍ତ ରାସ୍ତା ଉପରେ ଗଞ୍ଜାମ ସହରବାସୀ ନିର୍ଭର କରିଥାନ୍ତି। ୱାର୍ଡବାସୀଙ୍କ ପକ୍ଷରୁ ବାରମ୍ବାର ଅଭିଯୋଗ ପରେ ଏନଏସି ପ୍ରଶାସନ ଉକ୍ତ ରାସ୍ତା ମରାମତି ପାଇଁ ପଦକ୍ଷେପ ଗ୍ରହଣ କରିଛି। ଏଥିଲାଗି ଏକ ସପ୍ତାହରୁ ଊର୍ଦ୍ଧ୍ୱ ହେବ ଉକ୍ତ ରାସ୍ତା ବନ୍ଦ କରାଯାଇଛି। ରାସ୍ତା ଖୋଳାଯିବା ସହ ଗଳାଶଙ୍ଖ ରଖାଯାଇଥିବା ଯୋଗୁ ସ୍ଥାନୀୟ ଅଞ୍ଚଳବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଶୀଘ୍ର ମରାମତି କାର୍ଯ୍ୟ ଶେଷ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏନେଇ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସୁନୀଲ କୁମାର ଟୁଡ଼ୁଙ୍କୁ ପଚାରିବାରୁ ସେ କହିଛନ୍ତି, କାହିଁକି ନିର୍ମାଣ କାର୍ଯ୍ୟ ବିଳମ୍ବ ଘଟୁଛି ସେ ନେଇ ଠିକାଦାରଙ୍କ ସହ ଆଲୋଚନା ପରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri