Posted inଜାତୀୟ

କଲାମଙ୍କୁ ମିଶାଇଲ ମ୍ୟାନ କରିଥିଲେ ଇସ୍ରୋର ଜନକ ଡା. ସାରାଭାଇ

ନୂଆଦିଲ୍ଲୀ,୧୨।୮: ଭାରତ ଆଜି ମହାକାଶ ଗବେଷଣା କ୍ଷେତ୍ରରେ ବହୁ ଆଗକୁ ଚାଲି ଯାଇଛି। ନିକଟରେ ଚନ୍ଦ୍ରୟାନ-୨ ପରୀକ୍ଷଣ କରି ଭାରତ ନିଜପାଇଁ ସୃଷ୍ଟି କରିଛି ଏକ ଭିନ୍ନ ପରିଚୟ। ହେଲେ ଏହାର ଜନକ ଡା.ବିକ୍ରମ ସାରାଭାଇଙ୍କ ବିଷୟରେ ହୁଏତ ସମସ୍ତଙ୍କୁ ଜଣା ନ ଥିବ। ସାରାଭାଇଙ୍କୁ ଇସ୍ରୋ ବା ଭାରତ ମହାକାଶ ଗବେଷଣାର ଜନକ ବୋଲି କୁହାଯାଏ। ସେ ହିଁ ଭାରତରତ୍ନ ତଥା ପୂର୍ବତନ ରାଷ୍ଟ୍ରପତି ଅବଦୁଲ କଲାମଙ୍କୁ ମିଶାଇଲ ମ୍ୟାନ ଭାବେ ଗଢି ତୋଳିଥିଲେ। ସୋମବାର ସାରାଭାଇଙ୍କ ୧୦୦ତମ ଜୟନ୍ତୀ। କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିବା ପରେ ସାରାଭାଇ ଅହମ୍ମଦାବାଦରେ ଫିଜିକାଲ ରିସର୍ଚ୍ଚ ଲାବୋରୋଟୋରୀ ପ୍ରତିଷ୍ଠା କରିଥିଲେ। ୧୨ ଅଗଷ୍ଟ ୧୯୧୯ରେ ଗୁଜରାଟର ଅହମ୍ମଦାବଦରେ ଜନ୍ମ ନେଇଥିବା ସାରାଭାଇ ମାତାପିତାଙ୍କ ପ୍ରେରଣାରେ ହିଁ ଉଚ୍ଚଶିକ୍ଷା ଲାଭ କରିଥିଲେ। ସାରାଭାଇ ପ୍ରଥମେ କଲାମଙ୍କ ସାକ୍ଷାତ୍‌କାର ନେବା ସହ ତାଙ୍କ ଭିତରେ ଥିବା ଗୁଣକୁ ଚିହ୍ନି ପାରିଥିଲେ ବୋଲି କୁହନ୍ତି ମିଶାଇଲ ମ୍ୟାନ। ତେଣୁ ସାରାଭାଇଙ୍କ ସହଯୋଗରେ ହିଁ ସେ ପାଲଟିଗଲେ ଭାରତର ମିଶାଇଲ ମ୍ୟାନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?