ରାଉରକେଲା,୨୮।୬: ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ କଲୁଙ୍ଗା ଲ୍ୟାମ୍ପରୁ ଶୁକ୍ରବାର ଲୁଟ୍ ହୋଇଛି। ସକାଳ ସାଢ଼େ ୧୦ଟା ବେଳେ ଲ୍ୟାମ୍ପ ଖୋଲିବା ସମୟରେ ଅଜଣା ଦୁର୍ବୃତ୍ତ ପଶି ବନ୍ଧୁକ ମୁନରେ ୩ଲକ୍ଷ ୯୭ହଜାର ଲୁଟି ନେଇଛନ୍ତି। ଏ ନେଇ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଜାରି ରଖିଛି।
ରାଉରକେଲା,୨୮।୬: ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ କଲୁଙ୍ଗା ଲ୍ୟାମ୍ପରୁ ଶୁକ୍ରବାର ଲୁଟ୍ ହୋଇଛି। ସକାଳ ସାଢ଼େ ୧୦ଟା ବେଳେ ଲ୍ୟାମ୍ପ ଖୋଲିବା ସମୟରେ ଅଜଣା ଦୁର୍ବୃତ୍ତ ପଶି ବନ୍ଧୁକ ମୁନରେ ୩ଲକ୍ଷ ୯୭ହଜାର ଲୁଟି ନେଇଛନ୍ତି। ଏ ନେଇ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଜାରି ରଖିଛି।
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...
ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...
ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...
ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...
ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...
ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...
