କଲେଜରେ ୭ ଘଣ୍ଟା କାର୍ଯ୍ୟ କରିବା ନିୟମକୁ ଅଧ୍ୟାପକଙ୍କ ପରୋକ୍ଷ ବିରୋଧ: ପ୍ରଥମେ ଭିତ୍ତିଭୂମି ସଜାଡ଼, ପରେ ନିୟମ କଲେ ଦ୍ୱିଧା ନାହିଁ

ଭୁବନେଶ୍ୱର,୮।୭(ବ୍ୟୁରୋ): ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜର ନିୟମିତ ଅଧ୍ୟାପକମାନେ କଲେଜରେ ଛଅ ଘଣ୍ଟା ବଦଳରେ ୭ଘଣ୍ଟା ରହିବା ପାଇଁ ବିଜ୍ଞପ୍ତି ପ୍ରକାଶ କରାଯିବା ପରେ ଏହାର ପ୍ରତିବାଦ କରିଛନ୍ତି ଅଧ୍ୟାପକ। ଅଧ୍ୟାପକ ସଂଗଠନଗୁଡ଼ିକ ସର୍ତ୍ତ ଓ ସମୟସୀମା କଣ୍ଟ ରଖି ପରୋକ୍ଷରେ ନିୟମ ମାନିବେ ନାହିଁ ବୋଲି କହିଛନ୍ତି। ସରକାର ପ୍ରଥମେ ସେମାନଙ୍କର ଦାବି ପୂରଣ କରନ୍ତୁ। ସମାନ କାମକୁ ସମାନ ଦରମା ଦିଅନ୍ତୁ। କଲେଜଗୁଡ଼ିକର ଭିତ୍ତିଭୂମି ସଜାଡ଼ନ୍ତୁ। ତା’ ପରେ କଡ଼ା ନିୟମ କଲେ, ପାଳନ କରିବାକୁ ଦ୍ୱିଧା ନାହିଁ ବୋଲି ସେମାନେ ଶୁଣାଇ ଦେଇଛନ୍ତି।

ପ୍ରକାଶଯୋଗ୍ୟ, ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜଗୁଡ଼ିକର ଅଧ୍ୟାପକମାନେ ପ୍ରତି କାର୍ଯ୍ୟ ଦିବସରେ ୭ ଘଣ୍ଟା କାର୍ଯ୍ୟ କରିବେ। ଶିକ୍ଷାଦାନ ବ୍ୟତୀତ ଲାଇବ୍ରେରିରେ ସମୟ କାଟିବେ। ଗବେଷଣା କାର୍ଯ୍ୟରେ ମନୋନିବେଶ କରିବେ। ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଅନୁଯାୟୀ ଅତିରିକ୍ତ କ୍ଲାସ କରିବେ ବୋଲି ଗତ ୫ ତାରିଖରେ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର ବିଜ୍ଞପ୍ତି ପ୍ରକାଶ କରିଥିଲେ। ଏହାକୁ ନେଇ ଅଧ୍ୟାପକମାନେ କଡ଼ା ପ୍ରତିବାଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri