କଲେଜ ଛାତ୍ରଙ୍କୁ ମାଡ ଅଭିଯୋଗ, ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ରାସ୍ତା ଅବରୋଧ

ଗଞ୍ଜାମ, ୧୦।୨(ଡି.ଏନ.ଏ.): ବାଲି ମାଫିଆ ଖଣ୍ଡଦେଉଳି କଲେଜର ଯୁକ୍ତ ତିନି ଛାତ୍ରଙ୍କୁ ମାଡ ମାରିଥିବା ନେଇ ଶନିବାର ରମ୍ଭା ଥାନାରେ ଅଭିଯୋଗ ହୋଇଥିଲା l ଏହି ମାମଲାରେ ପୋଲିସ ସନ୍ତୋଷ ରେଡୀଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି l ବର୍ତ୍ତମାନ ସେମାନେ ସୁରକ୍ଷା ଦାବିରେ ଖଣ୍ଡଦେଉଳି ସହିଦ ଭଗତ ସିଂ ଓ ଡିଗ୍ରୀ କଲେଜର ଶତାଧିକ ଛାତ୍ରୀଛାତ୍ର ହୁମା-ପୁରୁଷୋତ୍ତମପୁର ରାସ୍ତା ଅବରୋଧ କରିଥିଲେ l ପ୍ରାୟ ତିନି ଘଣ୍ଟା ପର୍ଯ୍ୟନ୍ତ ଉଭୟ ପାଶ୍ୱର୍ର୍ରେ ବହୁ ଗାଡ଼ି ମୋଟର ଅଟକି ରହିଥିଲା। ରମ୍ଭା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri