କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ : ଥାନାରେ ମାମଲା

ଦିଗପହଣ୍ଡି,୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଯୁକ୍ତ ୨ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ସେହି ଗାଁର ମିଥୁନ ସାହୁ (୨୨) କେଉଁଆଡ଼େ ଅପହରଣ କରିନେଇଥିବା ଅଭିଯୋଗ ହୋଇଛି। ଗୁରୁବାର ଛାତ୍ରୀଙ୍କ ବାପା ଏନେଇ କେ. ନୂଆଗାଁ ଥାନାରେ ଏତଲା ଦେଇଛନ୍ତି। ଆଇଆଇସି ମାଧବାନନ୍ଦ ନାୟକ କେସ୍‌ ନଂ.୨୨୦/୧୯ଅନୁଯାୟୀ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି। ପୋଲିସ ପକ୍ଷରୁ ଗଠିତ ସତନ୍ତ୍ର ଟିମ୍‌ ବିଭିନ୍ନ ସନ୍ଦିଗ୍ଧ ଅଞ୍ଚଳରେ ଚଢ଼ାଉ କରିଥିଲେ ମଧ୍ୟ ଅପହୃତାଙ୍କ ସମ୍ପର୍କରେ କୌଣସି ସୁରାକ୍‌ ମିଳିପାରିନାହିଁ। ଛାତ୍ରୀ ଜଣଙ୍କ ବୁଧବାର କଲେଜ ଯାଇ ସନ୍ଧ୍ୟାସୁଦ୍ଧା ଘରକୁ ଫେରି ନ ଥିଲେ। ଛାତ୍ରୀଙ୍କ ଘର ସମ୍ମୁଖରେ ଥିବା ଏକ ଫାଷ୍ଟଫୁଡ୍‌ ଦୋକାନରେ କାମ କରୁଥିବା ମିଥୁନ୍‌ ତାଙ୍କୁ ଅପହରଣ କରି ନେଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?