କଳାକାରଙ୍କ ଭାଗ୍ୟ ବଦଳାଏ ଫିଲ୍ମ ଫ୍ରାଇଡେ

ମୁମ୍ବାଇ: କଳାକାରଙ୍କ ଭାଗ୍ୟ ଶୁକ୍ରବାର ବଦଳିଯାଏ ବୋଲି ଅଭିନେତ୍ରୀ ତମନ୍ନା ଭାଟିଆ ପ୍ରକାଶ କରିଛନ୍ତି। ପ୍ରତି ସପ୍ତାହର ଶୁକ୍ରବାର ନୂଆ ଫିଲ୍ମ ରିଲିଜ ହେଉଥିବାରୁ କଳାକାରମାନେ ସେଇ ଆଙ୍‌କାକ୍ଷିତ ଦିବସକୁ ଚାହିଁ ରହିଥାଆନ୍ତି। ଫିଲ୍ମ ରିଲିଜ ହେଲେ ଅଭିନେତା ଅଭିନେତ୍ରୀଙ୍କର ଖୁସି କହିଲେ ନ ସରେ। କାରଣ ଏହିଦିନ ହିଁ ଜଣେ ନୂଆ କଳାକାରଙ୍କ ଭାଗ୍ୟ ନିର୍ଦ୍ଧାରିତ ହୁଏ ଏବଂ ସବୁକିଛି ବଦଳିଯାଏ ବୋଲି ତମନ୍ନା କହିଛନ୍ତି।
୧୫ବର୍ଷ ବୟସରୁ ସିନେମାରେ ଡେବ୍ୟୁ କରି ତମନ୍ନା ଦକ୍ଷିଣ ଭାରତୀୟ ସିନେମାରେ ଜଣେ ଷ୍ଟାର ବନିଯାଇଥିଲେ। ମୁମ୍ବାଇରେ ଜନ୍ମ ହୋଇଥିବା ଓ ବଢ଼ିଥିବା ଏହି ଅଭିନେତ୍ରୀ ୨୦୦୫ରେ ତେଲୁଗୁ ଫିଲ୍ମ ‘ଶ୍ରୀ’ରେ ପ୍ରଥମେ ଅଭିନୟ କରିଥିଲେ। ଏହାପରେ ତାମିଲ ଫିଲ୍ମ ‘କେଡି’ରେ ସୁଯୋଗ ପାଇଥିଲେ। ଦୁଇବର୍ଷ ପରେ ‘ହାପି ଡେଜ୍‌’ ଏବଂ ‘କାଲୁରି’ରେ ଅଭିନୟ କରି ଜଣେ ସଫଳ କଳାକାରର ପରିଚୟ ଦେଇଥିଲେ। ସ୍ବଳ୍ପ ବୟସରୁ ସେ ତାମିଲ ଓ ତେଲୁଗୁ ଶିକ୍ଷା ଆରମ୍ଭ କରିଥିଲେ।
ହିଟ୍‌ ଫିଲ୍ମ ‘ଆୟନ’, ‘ପାଇୟା’, ‘ସିରୁଥାଇ’, ‘୧୦୦% ଲଭ୍‌’ ଏବଂ ବ୍ଲକବଷ୍ଟର ‘ବାହୁବଳୀ’ରେ ତମନ୍ନାଙ୍କ ଅଭିନୟ ଦର୍ଶକଙ୍କ ମନ ଜିଣିପାରିଛି। ସେ ‘ହିମ୍ମତଓ୍ବାଲା’, ‘ଏଣ୍ଟରଟେନମେଣ୍ଟ’ ଏବଂ ‘ହମଶକଲ୍‌’ ଭଳି ଫିଲ୍ମରେ ଅଭିନୟ କରି ନିଜ କଳାତ୍ମକ ପ୍ରତିଭା ପ୍ରଦର୍ଶନ କରିପାରିଛନ୍ତି। ଏହି ୩ଟି ଫିଲ୍ମ ବକ୍ସ ଅଫିସରେ ମଧ୍ୟ ହିଟ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri