କଳାକାର ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

କେନ୍ଦୁଝର,୧୧ା୬(ସ୍ବ.ପ୍ର.): ପଞ୍ଜୀକରଣ ଦେୟ ଆଦାୟକୁ ନେଇ କଳାକାର ସଂଘ ପକ୍ଷରୁ ଗୁରୁବାର ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। କରୋନା ଲକ୍‌ଡାଉନ୍‌ ପାଇଁ କଳାକାରମାନେ କାମ ନ ପାଇ ବହୁ ସମସ୍ୟାରେ ରହୁଥିବା ବେଳେ ଆର୍ଥିକ ସହାୟତା ଦେବା ପରିବର୍ତ୍ତେ ନାମ ପଞ୍ଜୀକରଣ ପାଇଁ ୫୦ ଟଙ୍କା ଆଦାୟ କରାଯାଉଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହାଦ୍ୱାରା ବହୁ କଳାକାର ପଞ୍ଜୀକରଣ କରିପାରୁନାହାନ୍ତି ବୋଲି ସେମାନେ କହିଛନ୍ତି। ଏଣୁ ଏହାର ସୁବିଚାର କରି ସହାୟତା ପ୍ରଦାନ କରିବାକୁ ନିବେଦନ କରିଛନ୍ତି। କେନ୍ଦୁଝର ଜିଲା କଳାକାର ସଂଘର ନିର୍ମଳ ନାୟକ ସମେତ କଣ୍ଢେଇ ନୃତ୍ୟ ଶିଳ୍ପୀ ଚକ୍ରଧର ପରିଡ଼ା, ପାଲା ବାୟକ ପ୍ରସନ୍ନ କୁମାର ଦାସ ସମେତ କଳାକାରମାନେ ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ଦେଖି ଏମିତି କହିଦେଲେ ମେଲୋନି: ସରା ବିଶ୍ୱରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ଦୀର୍ଘ ଦିନ ଧରି ନିରନ୍ତର କାର୍ଯ୍ୟକାଳ ପାଇଁ ଏକ ରେକର୍ଡ ସ୍ଥାପନ କରିଛନ୍ତି। ବୁଧବାର କେନ୍ଦ୍ର ସରକାରଙ୍କ ମୁଖ୍ୟ ଭାବରେ…

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ…

୪ ଥାକିଆ ହେବ ପିପିଲି-କୋଣାର୍କ ରାସ୍ତା

ଗୋପ,୧୦ା୬(ଭାରତୀ ଭୂଷଣ ଉପାଧ୍ୟାୟ): ପର୍ଯ୍ୟଟନର ବିକାଶ ଲାଗି ଖୁବ୍‌ଶୀଘ୍ର ପିପିଲି-କୋଣାର୍କ ରାଜ୍ୟ ରାଜପଥକୁ ୪ ଥାକିଆ ରାସ୍ତା କରାଯିବା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri