କଳାରେ ୫୭.୮୧ %, ବାଣିଜ୍ୟରେ ୫୨.୫୬ %

ଅନୁଗୋଳ ଅଫିସ,୨୨।୬ – ଯୁକ୍ତ୨ ବାଣିଜ୍ୟ ଏବଂ କଳା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଅନୁଗୋଳ ଜିଲାରେ କଳାରେ ପରୀକ୍ଷା ଦେଇଥିବା ମୋଟ୍‌ ୫୭୩୨ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୩୩୧୪ ଜଣ ପାସ କରିଛନ୍ତି। ପାସ୍‌ ହାର ରହିଛି ୫୭.୮୧ ପ୍ରତିଶତ। ଏଥିରେ ପ୍ରଥମ ଶ୍ରେଣୀରେ ୩୦୩, ଦ୍ୱିତୀୟ ଶ୍ରେଣୀରେ ୪୧୬ ଏବଂ ତୃତୀୟ ଶ୍ରେଣୀରେ୨୫୯୦ ଜଣ ଅଛନ୍ତି। ସେହିପରି ବାଣିଜ୍ୟରେ ପରୀକ୍ଷା ଦେଇଥିବା ୪୮୭ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୨୫୬ ଜଣ ପାସ କରିଛନ୍ତି। ପାସହାର ରହିଛି ୫୨.୫୬ ପ୍ରତିଶତ। ପ୍ରଥମ ଶ୍ରେଣୀରେ ୪୦, ଦ୍ୱିତୀୟ ଶ୍ରେଣୀରେ ୫୧ ଏବଂ ତୃତୀୟ ଶ୍ରେଣୀରେ ୧୬୪ ଜଣ କୃତକାର୍ଯ୍ୟ ହୋଇଛନ୍ତି। ସେହିପରି ଧନ୍ଦାମୂଳକ ଶିକ୍ଷାରେ ପରୀକ୍ଷା ଦେଇଥିବା ୨୩୧ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୬୪ ଜଣ ପାସ କରିଛନ୍ତି। ପାସହାର ରହିଛି ୨୭.୭୦ ପ୍ରତିଶତ। ପ୍ରଥମ ଶ୍ରେଣୀରେ ୦, ଦ୍ୱିତୀୟ ଶ୍ରେଣୀରେ ୨୨ ଏବଂ ତୃତୀୟ ଶ୍ରେଣୀରେ ୩୮ ଜଣ କୃତକାର୍ଯ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଟୁର୍ନାମେଣ୍ଟ: ଧରାକୋଟ ଟିମ୍‌ ଚାମ୍ପିୟନ

ଧରାକୋଟ,୧୩ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ ପକ୍ଷରୁ ଶଶିଭୂଷଣ ମିନି ଷ୍ଟାଡିୟମରେ ଚାଲିଥିବା ୧୬ତମ ଋଷିକୁଲ୍ୟା କ୍ରିକେଟ ଟର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands…

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା…

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ…

ଆତ୍ମସମର୍ପଣ କରିବ ଇରାନ: ରାଷ୍ଟ୍ରପତି ଟ୍ରମ୍ପଙ୍କ ସାହସିକ ଦାବି

ଓ୍ବାଶିଂଟନ୍‌,୧୩।୩:ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ G7 ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ଏହି ବୈଠକ ସମୟରେ ଇରାନ ଏବେ ଆତ୍ମସମର୍ପଣ କରିବାକୁ ଯାଉଛି। ଇରାନର…

‘IPL ଖେଳିବା ଛାଡିଦେବେ…’,ଧୋନିଙ୍କ ଅବସରକୁ ନେଇ ବଡ଼ ଭବିଷ୍ୟବାଣୀ, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୩।୩: ୨୦୨୬ IPL ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ (ଆରସିବି ବନାମ ଏସଆରଏଚ) ମଧ୍ୟରେ…

ପେଟ୍ରୋଲ, ଗ୍ୟାସକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ କହିଲେ…

ନୂଆଦିଲ୍ଲୀ,୧୩।୩: ଏଣିକି ପେଟ୍ରେଲ୍‌ ଏବଂ ଗ୍ୟାସ କଳାବଜାର କରୁଥିଲେ ହୋଇଯାନ୍ତୁ ସାବଧାନ। ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଳାବଜାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି,ପେଟ୍ରୋଲିୟମ…

ଚପଲ ଭିତରେ ଛକିଥିଲା ସାପ, ମାରିଲା ଚୋଟ: ପରୀକ୍ଷାର ଶେଷ ଦିନରେ ଘଟିଗଲା..

ପୁରୁଷୋତ୍ତମପୁର,୧୩।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଶୋଳଘର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛତ। ଶୁକ୍ରବାର ସାପ କାମୁଡି ଜଣେ ଚତୁର୍ଥ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri