କଳାହାଣ୍ଡିର ୪ ଚାଇନା ଫେରନ୍ତାଙ୍କ ଉପରେ ତୀକ୍ଷ୍ଣ ନଜର: ୩ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିଠି ଲେଖିଲା ଜିଲା ସ୍ବାସ୍ଥ୍ୟ ବିଭାଗ

ଭବାନୀପାଟଣା,୧୬।୨(ଡି.ଏନ୍‌.ଏ.): ଚାଇନାରେ ବ୍ୟାପିଥିବା କରୋନା ଭାଇରସ୍‌ ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏ ନେଇ କଳାହାଣ୍ଡି ଜିଲାରେ ମଧ୍ୟ ସତର୍କତା ଅବଲମ୍ବନ କରାଯାଇଛି। ତେବେ ଏଠାରେ ଏଯାବତ୍‌ ଭାଇରସ ସଂକ୍ରମଣର କୌଣସି ସନ୍ଦେହ କିମ୍ବା ରୋଗ ଚିହ୍ନଟ ହୋଇ ନ ଥିଲେ ହେଁ ୪ ଜଣ ଚାଇନା ଫେରନ୍ତାଙ୍କ ଉପରେ ସ୍ବତନ୍ତ୍ର ଦୃଷ୍ଟି ରଖିଛି ଜିଲା ସ୍ବାସ୍ଥ୍ୟ ବିଭାଗ। ସେମାନଙ୍କ ଉପରେ ନଜର ରଖିବାକୁ ଜିଲା ସ୍ବାସ୍ଥ୍ୟ ବିଭାଗ ଜିଲାର ୩ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ମଧ୍ୟ ଚିଠି ଲେଖିଛି।
ପ୍ରକାଶ ଯେ, କଲମପୁର ବ୍ଲକର ଜଣେ ମହିଳା, କେସିଙ୍ଗା ବ୍ଲକର ଜଣେ ବ୍ୟକ୍ତି ଓ ଲାଞ୍ଜିଗଡ ବ୍ଲକର ଜଣେ ପୁରୁଷ ଓ ଜଣେ ମହିଳା ମାସେ ତଳେ ଚାଇନାରୁ ଫେରିଥିଲେ। ଇତିମଧ୍ୟରେ କରୋନା ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବା ବେଳେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶ କ୍ରମେ ଉକ୍ତ ଦେଶରୁ ଫେରିଥିବା ଏହି ୪ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ଆସନ୍ତା ୨୮ ଦିନ ପର୍ଯ୍ୟନ୍ତ ନଜର ରଖାଯିବ। ଏ ନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିଠି ଲେଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri