କଳାହାଣ୍ଡି ଜିଲା କୋର୍ଟ ପରିସରରେ ସ୍ପେଶାଲ କୋର୍ଟ ‘ପୋକ୍ସୋ’ ଉଦ୍‌ଘାଟିତ

ଭବାନୀପାଟଣା,୨୮।୨ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋର୍ଟ ପରିସରରେ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ପେଶାଲ କୋର୍ଟ ‘ପୋକ୍ସୋ’ ଉଦ୍‌ଘାଟନ ହୋଇଯାଇଛି। ସୁପ୍ରିମ କୋର୍ଟ ଓ ଓଡ଼ଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟର ସବୁ ଜିଲାରେ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ପେଶାଲ କୋର୍ଟ ‘ପୋକ୍ସୋ’ ପ୍ରତିଷ୍ଠା କରାଯାଉଛି। ଉକ୍ତ ନିର୍ଦ୍ଦେଶ ଅନୁଯାୟୀ ଶୁକ୍ରବାର ଭବାନୀପାଟଣାସ୍ଥିତ ଜିଲା କୋର୍ଟ ପରିସରରେ ଜିଲା ଓ ଦୌରାଜଜ୍‌ ପ୍ରଦୀପ କୁମାର ପଟ୍ଟନାୟକଙ୍କ ଦ୍ୱାରା ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ପେଶାଲ କୋର୍ଟ ‘ପୋକ୍ସୋ’ ଉଦ୍‌ଘାଟନ କରାଯାଇଛିି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ପେଶାଲ କୋର୍ଟ ‘ପୋକ୍ସୋ’ ଜଜ୍‌ ରଶ୍ମିତା ଦଳେଇ, ଭିଜିଲାନ୍ସ ଜଜ୍‌ ପ୍ରସନ୍ନ କୁମାର କର୍ଣ୍ଣ, ଫ୍ୟାମିଲ କୋର୍ଟ ଜଜ୍‌ ସୁଶାନ୍ତ ପଟେଲ, ସିଜିଏମ୍‌ କିରଣ କୁମାର ପ୍ରଧାନଙ୍କ ସମେତ ଆଇନଜୀବୀ ଓ କୋର୍ଟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri