ଭବାନୀପାଟଣା,୧୭।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଏକ ହୋଟେଲରେ କଳାହାଣ୍ଡି ୱେବ୍ ମିଡିଆ ସଂଘର ଏକ ସାଧାରଣ ସଭା ଆଦିତ୍ୟ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭିନ୍ନ ୱେବ୍ ମିଡିଆମାନଙ୍କ କ୍ଷେତ୍ରରେ ଦେଖାଦେଉଥିବା ସମସ୍ୟା, ସୁରକ୍ଷା ଓ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଠିକ୍ ଭାବେ ଉପସ୍ଥାପନା କରି ସରକାର ଓ ପ୍ରଶାସନର ଦୃଷ୍ଟିଆକର୍ଷଣ କରିବା ଉପରେ ଆଲୋଚନା କରାଯାଇଥିଲ। ପରେ ଏକ ୱେବ୍ ମିଡିଆର ଜିଲାସ୍ତରୀୟ କମିଟି ଗଠନ କରାଯାଇଥିଲା । ଏଥିରେ ସଭାପତି ଆଦିତ୍ୟ ମହାନ୍ତି, କାର୍ଯ୍ୟକାରୀ ସଭାପତି ତୁଳମଣି ନାଗ, ଉପସଭାପତି ତୁଳସୀରା ଛତ୍ରିଆ, ସାଧାରଣ ସଂପାଦକ ସଂଗ୍ରାମ କେଶରୀ ପାତ୍ର, ସହ ସମ୍ପାଦକ ବିକାଶ ନାଏକ ଓ ସୋଭିତ ଗାନ୍ଧୀପ୍ରମୁଖ ଉପସ୍ଥିତ ଥିଲେ ।
କଳାହାଣ୍ଡି ୱେବ୍ ମିଡିଆ ସଂଘର ଜିଲାସ୍ତରୀୟ ବୈଠକ: ବିଭିନ୍ନ ସମସ୍ୟା ଠିକ୍ ଭାବେ ଉପସ୍ଥାପନା ନେଇ ଗୁରୁତ୍ୱ
Posted inଆମ ଜିଲା ଖବର, କଳାହାଣ୍ଡି View All
ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…
ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…
ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ
ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…
ମଦଭାଟି ବିରୋଧରେ ମହିଳାଙ୍କ ମହାବିଦ୍ରୋହ: ଭାଙ୍ଗିଲେ ଭାଟି
ଅମରପାଲି, ୧୦।୧୦ (ପୀତାମ୍ବର ସାହୁ): ମଦମୁକ୍ତ ଗାଁ ଗଠନ ଦାବିରେ ତେଜିଲା ଜନଆକ୍ରୋଶ। ମଦର କୁପ୍ରଭାବରେ ଗ୍ରାମର ସାମାଜିକ ପରିବେଶ ନଷ୍ଟ ହେଉଥିବା ଅଭିଯୋଗ କରି ଶେଷରେ…
ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର
ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…
ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ
ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…
ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼
ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…
ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ
ପୁରୀ,୧୦ା୧୦(ଅଜିତ୍ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…
ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ
ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍ୟୁସ୍ଥିତ ଇନ୍ଷ୍ଟିଚ୍ୟୁଟ ଅଫ…

