କଳା କେଶ ଚାହୁଁଥିଲେ ଆପଣାନ୍ତୁ ଏହି ସାମାନ୍ୟ ଉପାୟ

ବର୍ତ୍ତମାନ ସମୟରେ କେଶ ପାଚିବା ଅଥବା ଧଳା ହେବା ଏକ ସାଧାରଣ କଥାରେ ପରିଗଣିତ ହେଲାଣି। ଏଥିରେ ପିଲାମାନଙ୍କ କ୍ଷେତ୍ରରେ ମଧ୍ୟ ଏଭଳି ସମସ୍ୟା ଦେଖାଯାଉଛି। ଅନେକେ ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି ମେହେନ୍ଦୀର ବ୍ୟବହାର କରିଥାନ୍ତି। ମାତ୍ର ଏପରି କରିବା ଦ୍ୱାରା ମେହେନ୍ଦୀରେ ଥିବା ରସାୟନିକ ପଦାର୍ଥ ଯୋଗୁ କେଶ ଝଡିବା ଆରମ୍ଭ କରିଥାଏ। ଏହା ସହ ରଙ୍ଗ ଅଧିକ ସମୟ ରହି ନ ଥାଏ। ତେବେ ଏପରି କିଛି ଜିନିଷ ରହିଛି ଯାହାକୁ ମେହେନ୍ଦୀ ସହ ଲଗାଇଲେ କେଶ ଧଳା ହୋଇ ନ ଥାଏ, ଜାଣନ୍ତୁ ସେ ସମ୍ପର୍କରେ…..

ବାଦାମ ତେଲ:
ଏଥିରେ ପୋଷକତତ୍ୱ ସହ ଭିଟାମିନ ଇ ରହିଥାଏ। ଫଳରେ ଏହି ତେଲକୁ ମେହେନ୍ଦୀରେ ମିଶାଇ ଲଗାଇବା ଦ୍ୱାରା କେଶ ଧଳା ହୋଇ ନ ଥାଏ।

କିପରି କରିବେ ପ୍ରସ୍ତୁତି:
ମେହେନ୍ଦୀରେ ବାଦାମ ତେଲ ପାଣି ମିଶାଇ କମ୍‌ ଆଞ୍ଚରେ ବସାନ୍ତୁ। ଏହା ମିଶିଯିବା ପରେ ଆଞ୍ଚରୁ ଓହ୍ଲାଇ ଦିଅନ୍ତୁ।

ବ୍ୟବହାର:
ଉକ୍ତ ପେଷ୍ଟକୁ କେଶରେ ଭଲ ଭାବେ ଲଗାଇ ୩୦/୪୦ ମିନିଟ୍‌ ରଖନ୍ତୁ। ପରେ ଏହା ଶୁଖିଗଲାପରେ ଧୋଇଦିଅନ୍ତୁ। ଏପରି ୨ ସପ୍ତାହ କରିବା ଫଳରେ କେଶ କଳା ହେବା ସହ ମୋଟା ଓ ଘନ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍‌ଏସ୍‌ ଆବେଦନ

ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍‌ପି ସରୋଜକାନ୍ତ ମହନ୍ତ...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri