Posted inବରଗଡ଼

କଳା ଦିବସ ପାଳିଲେ ବିଦ୍ୟୁତ କର୍ମଚାରୀ

ବରଗଡ଼ ଅଫିସ୍‌/ସରଣ୍ଡା,୨।୬
ବରଗଡ଼ର ମିଳିତ ବିଦ୍ୟୁତ କର୍ମଚାରୀ ଏବଂ ଇଞ୍ଜିନିୟର୍ସ ଆସୋସିଏଶନର ଏକତା ମଞ୍ଚ ପକ୍ଷରୁ ସୋମବାର ଦିନକୁ କଳା ଦିବସ ଭାବେ ପାଳନ କରାଯାଇଛି । ବିଦ୍ୟୁତ ସଂଶୋଧନ ଆଇନ-୨୦୨୦ ଏବଂ ରାଜ୍ୟର ବିଦ୍ୟୁତ କ୍ଷେତ୍ର ଗୁଡ଼ିକର ପୁନଃ ଘରୋଇକରଣକୁ ବିରୋଧ,ା ବିଦ୍ୟୁତ କ୍ଷେତ୍ରରେ କାଯର୍‌ୟ କରୁଥିବା ଆଉଟ୍‌ସୋର୍ସ କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି ଏବଂ କରୋନା ମୁକାବିଲା ସମୟରେ କାଯର୍‌ୟ କରୁଥିବା ବିଦ୍ୟୁତ କର୍ମଚାରୀଙ୍କୁ ୫୦ଲକ୍ଷ ଟଙ୍କାର ବୀମା ଘୋଷଣା ଦାବିରେ ଏକତା ମଞ୍ଚ ଏହି ନିଷ୍ପତ୍ତି ନେଇଥିଲା । ବରଗଡ଼ ଇଲେକ୍ଟ୍ରିକାଲ ସର୍କଲର ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ, ହୀରା ଜିଟିଡି ୱାର୍କର ସଂଘ, ଇଞ୍ଜିନିୟର୍ସ ଆସୋସିଏଶନ ପ୍ରମୁଖ ଏଥିରେ ସାମିଲ ଥିଲେ ବୋଲି ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବରଗଡ଼ ଶାଖାର ସହ-ସମ୍ପାଦକ ଅତୀଶ ପଣ୍ଡା ଜଣାଇଛନ୍ତି । ସେହିପରି ଅତାବିରା ବ୍ଲକ ଲାଦେରପାଲିରେ ମଧ୍ୟ ୱେସ୍କୋ ୟୁଟିଲିଟିର ସମସ୍ତ କର୍ମଚାରୀ ପ୍ରତିବାଦ ସଭା, କଳା ଦିବସ ପାଳନ କରିଥିଲେ । ଏଠାରେ ମଧ୍ୟ ସମସ୍ତ ବିଦ୍ୟୁତ ଶ୍ରମିକ, କର୍ମଚାରୀ, ଇଞ୍ଜିନିୟର ତଥା ମିଳିତ ମଞ୍ଚର ସମସ୍ତ ସଭ୍ୟ ସକ୍ରିୟ ଅଂଶଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଅତାବିରାରେ ଶକ୍ତି ବଢାଉଛି ଭାଜପା, ମିଶ୍ରଣ ପର୍ବରେ ସାମିଲ ହେଲେ ଯୁବ, ମହିଳା କର୍ମୀ

ଭେଡେନ,୨୨।୪(ସୁଦନ ମହାକୁର):  ବରଗଡ଼ ଜିଲା ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭେଡେନ ବ୍ଲକର ଡାଙ୍ଗପାଲିଠାରେ ସୋମବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ପପଙ୍ଗା...

ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି...

ଶକ୍ତି ବଢାଉଛି ବିଜେଡି: ମିଶ୍ରଣ ପର୍ବରେ ସାମିଲ ହେଲେ ଅନେକ ଯୁବ, ମହିଳାକର୍ମୀ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅନ୍ତର୍ଗତ ସ୍ଥାନୀୟ ଅନ୍ନପୂର୍ଣ୍ଣା ପ୍ୟାଲେସଠାରେ ରବିବାର ସନ୍ଧ୍ୟାରେ ବିଜେଡିର ଏକ ମହାମିଶ୍ରଣ ପର୍ବ ଅନୁଷ୍ଟିତ ହୋଇଯାଇଛି। ବରଗଡ଼ ଟାଉନ ବିଜେଡି...

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’  ୨୦ରେ ଏଠାରେ ନିର୍ବାଚନ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri