କଳିଙ୍ଗା ଘାଟିରୁ ଲୁଟ୍‌ ଘଟଣା:୩ ଲୁଟେରା ଗିରଫ, ମାରଣାସ୍ତ୍ର ଜବତ

ଜି.ଉଦୟଗିରି,୧୪ା୬(ଡି.ଏନ୍‌.ଏ.)- କଳିଙ୍ଗା ଘାଟିରେ ଦୁଇ ଦୁଇଟି ଲୁଟ୍‌ ଘଟଣାରେ ରବିବାର ୩ଜଣଙ୍କୁ ଜି.ଉଦୟଗିରି ପୋଲିସ ଗିରଫ କରିଛି। ସେମାନଙ୍କ ଠାରୁ ଟଙ୍କା, ମୋବାଇଲ ଓ ମାରଣାସ୍ତ୍ର ଜବତ ହୋିଛି। ଗତ ୩୦ ତାରିଖ ରାତିରେ ଶଙ୍କରାଖୋଲର ଦ୍ୱିତୀକୃଷ୍ଣ ପାଢୀଙ୍କ ଠାରୁ ଲୁଟେରା ୧୦ ହଜାର ଟଙ୍କା, ମୋବାଇଲ ଲୁଟିନେଇଥିବାବେଳେ ଚଳିତ ମାସ ୬ ତାରିଖ ରାତିରେ ସାରଙ୍ଗଗଡର ସୌମ୍ୟରଞ୍ଜନ ସାହୁଙ୍କ ଠାରୁ ୨୦ ହଜାର ଓ ଦୁଇଟି ମୋବାଇଲ ଲୁଟି ନେଇଥିଲେ। ଉଭୟ ଘଟଣାରେ ସମ୍ପୃକ୍ତ କଳିଙ୍ଗା ଅଞ୍ଚଳର ଲକ୍ଷ୍ମଣ ନାୟକ, ଦୀପକ ପ୍ରଧାନ, ମିଥୁନ ପ୍ରଧାନଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ସେମାନଙ୍କ ଠାରୁ ୫ ମୋବାଇଲ, ୫ ହଜାର ଟଙ୍କା, ଦୁଇଟି କାତି, ଗୋଟିଏ ଠେଙ୍ଗା ଓ ଘଟଣାରେ ବ୍ୟବହୃତ ଗୋଟିଏ ସ୍କୁଟି ଏବଂ ଗୋଟିଏ ବାଇକ ଜବତ କରିଛି। ନଂ.୪୨ ଏବଂ ୪୩/୨୦ରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ନରେଶ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା

ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍‌ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri