ନୂଆଦିଲ୍ଲୀ,୨୯-୬-ଓଡ଼ିଶାର ଯାଜପୁର ଜିଲା କଳିଙ୍ଗ ନଗରରେ ଜାତୀୟ ନିବେଶ ଏବଂ ଉତ୍ପାଦନ ଜୋନ(ଏନ୍ଆଇଏମ୍ଜେଡ୍) ସ୍ଥାପନ ହେବ। ଏସଂକ୍ରାନ୍ତ ନିଷ୍ପତ୍ତିକୁ କେନ୍ଦ୍ର ସରକାର ଶୁକ୍ରବାର ଚୂଡାନ୍ତ ମଞ୍ଜୁରୀ ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଙ୍କଠାରୁ ଏସଂକ୍ରାନ୍ତ ପ୍ରସ୍ତାବ ପାଇବା ପରେ କେନ୍ଦ୍ର ଏଭଳି ପଦକ୍ଷେପ ଗ୍ରହଣ କରିଛି। ସମ୍ପୃକ୍ତ ମନ୍ତ୍ରଣାଳୟ ପକ୍ଷରୁ ବାହ୍ୟ ସଂଯୋଗ ଭିତ୍ତିଭୂମି ଉନ୍ନତୀକରଣ ଲାଗି ପଦକ୍ଷେପ ନିଆଯାଇଛି। ଏହି ପଦକ୍ଷେପ ଅନ୍ତର୍ଗତ ପାରାଦୀପ-କଳିଙ୍ଗ ନଗର ସେକ୍ସନର ୧୨୧ କିମି ରାଜପଥକୁ ଉନ୍ନତୀକରଣ କରାଯାଉଛି। ୨୦୦ ନମ୍ବର ଜାତୀୟ ରାଜପଥ ପରିବହନ ମାର୍ଗକୁ ୨ ଲେନରୁ ୬ ଲେନ ବିଶିଷ୍ଟ କରାଯାଉଛି। ସେହିଭଳି ଜାତୀୟ ରାଜପଥ ୫୩/୨୦୦ ମଧ୍ୟରେ ଏବଂ ଜାତୀୟ ନିବେଶ ଉତ୍ପାଦନ ଜୋନ ଚତୁଃପାର୍ଶ୍ୱ ସମ୍ପ୍ରସାରଣ କରାଯାଉଛି।
ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା
ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...
ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!
ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...
୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...
ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...
Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..
ନୂଆଦିଲ୍ଲୀ,୨୬।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...
୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?
ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...
Post Officeର ଏହି ସ୍କିମ୍ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି
ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...
୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…
ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...
Archives


