କଶ୍ମୀରଠାରୁ କନ୍ୟା କୁମାରୀ ସବୁଠି ‘ଜନତା କର୍ଫ୍ୟୁ’: ଏପଟେ ସଂକ୍ରମିତଙ୍କ ସଂଖ୍ୟା ୩୪୧

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ଏବେ ଭାରତରେ ବି ତା’ର ଉପସ୍ଥିତିକୁ ସୁଦୃଢ କରିବାରେ ଲାଗିଛି। ଏହାକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ରବିବାର ପାଳନ କରାଯାଉଛି ‘ଜନତା କର୍ଫ୍ୟୁ’। ଫଳରେ କଶ୍ମୀରଠାରୁ ଆରମ୍ଭ କରି କନ୍ୟା କୁମାରୀ ପର୍ଯ୍ୟନ୍ତ ସବୁଠି ଦେଖାଦେଇଛି ‘ଜନତା କର୍ଫ୍ୟୁ’ର ପ୍ରଭାବ। ଲୋକ ନିଜ ନିଜ ଘରେ ବନ୍ଦହୋଇ ରହିଥିବା ବେଳେ ଜରୁରୀ ସେବା ଯୋଗାଉଥିବା ଲୋକେ ସେମାନଙ୍କ କାର୍ଯ୍ୟରେ ବ୍ୟସ୍ତ ରହିଛନ୍ତି। ଘରୁ ବାହରକୁ ନ ବାହାରିଲେ ଏହା କରୋନା ସଂକ୍ରମଣକୁ ଅନେକ ପରିମାଣରେ ରୋକି ପାରିବ ବୋଲି ମୋଦି କହିଥିବା ବେଳେ ଦେଶବାସୀ ଏହାକୁ ପାଳନ କରିଥିବା ଦେଖାଯାଇଛି। ସେପଟେ ଇଣ୍ଡିଆନ୍‌ କାଉନସିଲ ଅଫ୍‌ ମେଡିକାଲ୍‌ ରିସର୍ଚ୍ଚ(ଆଇସିଏମ୍‌ଆର୍‌)କହିଛି ରବିବାର ଦିନ ୧୨ଟା ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୩୪୧ରେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?