Posted inଜାତୀୟ

କଶ୍ମୀରରୁ କନ୍ୟାକୁମାରୀ: ୮ ଦିନରେ ସାଇକେଲ୍‌ରେ ୩୬ ହଜାର କିମି

ବେଙ୍ଗାଲୁରୁ,୨।୧୧: କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ କମ୍‌ ସମୟରେ ସାଇକେଲ ଯାତ୍ରା କରି ଲ୍ୟୁଟ୍‌ନାଟ୍‌ କଲୋନେଲ୍‌ ଭାରତ ପାନ୍ନୁ ଗିନିଜ୍‌ ରେକର୍ଡ କରିଛନ୍ତି। ସେ ଧାର୍ଯ୍ୟ ୩୬ ହଜାର କିମିକୁ ୮ ଦିନ ୯ ଘଣ୍ଟା ୪୮ ମିନିଟ୍‌ରେ ଅତିକ୍ରମ କରିପାରିଛନ୍ତି। ଭାରତ ଅକ୍ଟୋବର ୨୧ରେ ଶ୍ରୀନଗରରୁ ଯାତ୍ରା ଆରମ୍ଭ କରିଥିଲେ। ଅକ୍ଟୋବର ୨୯ରେ ସେ କନ୍ୟାକୁମାରୀରେ ପହଞ୍ଚିଥିଲେ। ସେ ହରିୟାଣା ରୋହତକର ବାସିନ୍ଦା। ସମ୍ପ୍ରତି ଭାରତ ବାୟୁସେନାର ବେଙ୍ଗାଲୁରୁ ୟୁନିଟ୍‌ରେ କାର୍ଯ୍ୟ କରୁଛନ୍ତି। ସେ ଏପରି କରି ଦିଲ୍ଲୀର ସାଇକେଲ ଚାଳକଙ୍କ ୧୦ଦିନ ୩ ଘଣ୍ଟା ୨ ମିନିଟ୍‌ ରେକର୍ଡ ଭଙ୍ଗ କରିଛନ୍ତି। ଯାତ୍ରା ସମୟରେ ଭାରତ ପ୍ରତିଦିନ ୨୧ ଘଣ୍ଟା ସାଇକେଲ ଚଳାଇ ୪୨୦-୪୪୦ କିମି ଦୂରତା ଅତିକ୍ରମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ଅମାବାସ୍ୟାରେ ସୂର୍ଯ୍ୟଗ୍ରହଣ: ୫ ରାଶିଙ୍କୁ ମିଳିବ ବଡ଼ ସୁଯୋଗ, ଏହି ରାଶି ଉପରେ ମାଡିଆସୁଛି ବିପଦ!

୧୨ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର କୃଷ୍ଣ ପକ୍ଷର ଅମାବାସ୍ୟା ତିଥି ଏବଂ ବାର ବୁଧବାର ଅଟେ। ଏହା ଚାତୁର୍ମାସର ୧୯ ତମ ଦିନ, ଯାହାକି…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍‌ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri